‘ଜୀବନ ଶାନ୍ତି’ରେ ସଂଶୋଧନକଲା ଏଲ୍‌ଆଇସି

ଭୁବନେଶ୍ୱର,୮।୧: ଜୀବନ ଶାନ୍ତି ପ୍ଲାନ୍‌ରେ ସଂଶୋଧନ କରିଛି ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)। ଏହି ସଂଶୋଧନ ୫ ଜାନୁୟାରୀଠାରୁ ଲାଗୁହେବ ବୋଲି ଏଲ୍‌ଆଇସି ପକ୍ଷରୁ ଘୋଷଣା କରାଯାଇଛି।

ଉଲ୍ଲେଖଯୋଗ୍ୟ,ଜୀବନ ଶାନ୍ତି ପ୍ଲାନ୍‌ରେ ଆନ୍ୟୁଇଟି ହାର ଓ ହାଇ ପର୍‌ଚେଜ୍‌ ପ୍ରାଇସ୍‌ ବାବଦକୁ ପ୍ରୋସତ୍ାହନ ବୃଦ୍ଧି କରାଯାଇଛି। ଏହି ସ୍କିମ୍‌ରେ ୧ ହଜାର ଟଙ୍କା ପିଛା ୩ ଟଙ୍କାରୁ ୯.୭୫ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଏପରିକି ସିଙ୍ଗଲ୍‌ ପ୍ରିିମିୟମ ପ୍ଲାନ୍‌ରେ ପଲିସିଧାରୀ ସିଙ୍ଗଲ ଲାଇଫ୍‌ କିମ୍ବା ଜଏଣ୍ଟ ଲାଇଫ୍‌ ଡେଫର୍ଡ ଆନ୍ୟୁଇଟି ଚୟନର ବିକଳ୍ପ ପାଇପାରିବେ। ତେବେ ପଲିସିଧାରୀ ନିର୍ଦ୍ଦିଷ୍ଟ ଅବଧି ପରେ ଭବିଷ୍ୟତରେ ନିୟମିତ ଆୟ ପ୍ରଦାନରେ ଏହା ସହାୟକ ହେବ ଭାରତୀୟ ଜୀବନ ବୀମା ନିଗମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri