ଭୁବନେଶ୍ୱର,୧୪।୧୧: ଭାରତୀୟ ଜୀବନ ବୀମା ନିଗମ (ଏଲ୍ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍ ଡାଇରେକ୍ଟର୍ସ) ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଏବଂ ଅର୍ଦ୍ଧବାର୍ଷିକ (୬ମାସ)ର ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷକରି ୨୦୨୩ ସେପ୍ଟେମ୍ବର ୩୦ ସୁଦ୍ଧା ନିଗମର କାରବାର ବେଶ୍ ଉତ୍ସାହଜନକ ରହିଥିଲାବେଳେ ଟିକସ ପରବର୍ତ୍ତୀ ଲାଭ (ପିଏଟି) ମୋଟ ୧୭,୪୬୯ କୋଟି ଟଙ୍କା ରହିଛି। ଚଳିତ ବର୍ଷର ୨ୟ ତ୍ରୈମାସିକ ଶେଷ ସୁଦ୍ଧା ନିଗମର ନେଟ୍ ଟିକସ ଲାଭ ୧୩,୭୬୮ କୋଟି ଟଙ୍କା ହୋଇଛି। ଅପରପକ୍ଷରେ ୨୦୨୨ ସେପ୍ଟେମ୍ବର ୩୦ ସୁଦ୍ଧା ନିଗମର ପିଏଟି ୧୬,୬୩୫ କୋଟି ଟଙ୍କା ରହିଥିଲାବେଳେ ନେଟ୍ ଟିକସ ଲାଭ ୪୫୪୨ କୋଟି ଟଙ୍କା ଥିଲା।
ଏ ସମ୍ପର୍କରେ ଏଲ୍ଆଇସିର ଅଧ୍ୟକ୍ଷ ସିଦ୍ଧାର୍ଥ ମହାନ୍ତି କହିଛନ୍ତି ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ସମେତ ପ୍ରଥମ ଅର୍ଦ୍ଧବାର୍ଷିକର କାରବାର ବେଶ୍ ଉସତ୍ାହଜନକ ରହିଛି। ସେହିଭଳି ନିଗମର ଆଗାମୀ କାର୍ଯ୍ୟକଳାପ ଓ ନୂତନ ଯୋଜନା ସମ୍ପର୍କରେ ମହାନ୍ତି ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି।
ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ
ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…
ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ
ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…
ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ
ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…
IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ
ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…
କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…
ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…
କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…
ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…
ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…
ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ
ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…
Archives

