ଏଲ୍‌ଆଇସିର ଦ୍ୱିତୀୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୪।୧୧: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍‌ ଡାଇରେକ୍ଟର୍ସ) ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଏବଂ ଅର୍ଦ୍ଧବାର୍ଷିକ (୬ମାସ)ର ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷକରି ୨୦୨୩ ସେପ୍ଟେମ୍ବର ୩୦ ସୁଦ୍ଧା ନିଗମର କାରବାର ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ଟିକସ ପରବର୍ତ୍ତୀ ଲାଭ (ପିଏଟି) ମୋଟ ୧୭,୪୬୯ କୋଟି ଟଙ୍କା ରହିଛି। ଚଳିତ ବର୍ଷର ୨ୟ ତ୍ରୈମାସିକ ଶେଷ ସୁଦ୍ଧା ନିଗମର ନେଟ୍‌ ଟିକସ ଲାଭ ୧୩,୭୬୮ କୋଟି ଟଙ୍କା ହୋଇଛି। ଅପରପକ୍ଷରେ ୨୦୨୨ ସେପ୍ଟେମ୍ବର ୩୦ ସୁଦ୍ଧା ନିଗମର ପିଏଟି ୧୬,୬୩୫ କୋଟି ଟଙ୍କା ରହିଥିଲାବେଳେ ନେଟ୍‌ ଟିକସ ଲାଭ ୪୫୪୨ କୋଟି ଟଙ୍କା ଥିଲା।
ଏ ସମ୍ପର୍କରେ ଏଲ୍‌ଆଇସିର ଅଧ୍ୟକ୍ଷ ସିଦ୍ଧାର୍ଥ ମହାନ୍ତି କହିଛନ୍ତି ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ସମେତ ପ୍ରଥମ ଅର୍ଦ୍ଧବାର୍ଷିକର କାରବାର ବେଶ୍‌ ଉସତ୍ାହଜନକ ରହିଛି। ସେହିଭଳି ନିଗମର ଆଗାମୀ କାର୍ଯ୍ୟକଳାପ ଓ ନୂତନ ଯୋଜନା ସମ୍ପର୍କରେ ମହାନ୍ତି ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?