ହ୍ବାଟ୍ସଆପ୍‌ରେ ମିଳିବ ଏଲ୍‌ଆଇସି ସେବା

ନୂଆଦିଲ୍ଲୀ,୪।୧୨: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ପକ୍ଷରୁ ଏକ ସ୍ବତନ୍ତ୍ର ସେବା ‘ ହ୍ବାଟ୍ସଆପ୍‌ ସର୍ଭିସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହି ସେବା ବୀମାଧାରୀ ଓ ନିଗମ ମଧ୍ୟରେ ଏକ ସମତୁଲ ସମ୍ପର୍କ ସୃଷ୍ଟି କରିବ ବୋଲି ନିଗମ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଏଲ୍‌ଆଇସିର ଚେୟାରମ୍ୟାନ୍‌ ଏମ୍‌ .ଆର୍‌. କୁମାର କହିଛନ୍ତି, ହ୍ବାଟ୍ସଆପ୍‌ରେ ପଲିସିଧାରୀମାନେ ଅନେକ ସେବା ପାଇପାରିବେ। ବିଶେଷକରି ଯେଉଁମାନେ ଏଲ୍‌ଆଇସିର ପୋର୍ଟାଲରେ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ଅପରପକ୍ଷରେ ଏଲ୍‌ଆଇସିର ସ୍ବତନ୍ତ୍ର ମୋବାଇଲ ନମ୍ବର ୮୯୭୬୮୬୨୦୯୦ରେ ବୀମାଧାରୀ ସେମାନଙ୍କ ମୋବାଇଲ ନମ୍ବରରେ ଉକ୍ତ ନମ୍ବରକୁ ‘ହାଏ’ କହି ହ୍ବାଟ୍ସଆପ୍‌ରେ ମସେଜ କଲେ ବୀମାଧାରୀମାନେ ୧୧ଟି ପ୍ରମୁଖ ସେବା ଯଥା ବକେୟା ବୀମାରାଶିଠାରୁ ଆରମ୍ଭ ଏଲ୍‌ଆଇସିର ଆଣ୍ଡ ଅଫ୍‌ କନର୍ଭସସେଦ ପର୍ଯ୍ୟନ୍ତ ସମସ୍ତ ସେବା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri