ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି ପକ୍ଷରୁ ଚେତାବନୀ ଦିଆଯାଇଛି । ତେବେ ଯେଉଁମାନେ ଗୁଟଖା ହୋର୍ଡିଂ ଲଗାଇଥିବେ ସେମାନଙ୍କୁ ବାହାର କରିବା ପାଇଁ ମଧ୍ୟ କୁହାଯାଇଛି । ବିଏମ୍‌ସି ଅଞ୍ଚଳରେ ଗୁଟ୍‌ଖା ବିକ୍ରି ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ବିଏମ୍‌ସି ସାଧାରଣ ପରିଷଦ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।

ପ୍ରକାଶଥାଉକି, ରାଜ୍ୟ ସରକାର ରାଜ୍ୟରେ ଗୁଟଖା ବ୍ୟାନ କରିବା ପରେ ଧରପଗଡ ଜାରି ରହିଛି । ଏହାରି ଭିତରେ ଆଜି ବିଏମସି ପକ୍ଷରୁ ଲାଇସେନ୍ସ ବାତିଲା କରିବା ନେଇ ନିଷ୍ପତ୍ତି ନେଇଛି । ବିଏମସି ନିଜ ଆୟ ବୃଦ୍ଧି କରିବା ପାଇଁ ଲକ୍ଷ୍ୟ ରଖିଛି ।  ସରକାର କରିଥିବା ନିୟମକୁ କଡ଼ାକଡ଼ି ପାଳନ କରାଯିବ ବୋଲି ମେୟର କହିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri