Posted inଜାତୀୟ

‘ମିଛ କଥା ଚଳିବ ନାହିଁ, ବର୍ତ୍ତମାନ ପରିବର୍ତ୍ତନ ଚାହୁଁଛି ତେଲଙ୍ଗାନା’

ହାଇଦ୍ରାବାଦ,୧ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତେଲଙ୍ଗାନାର ମହବୁବନଗରରେ ପହଞ୍ଚି ଏଠାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ଭର୍ଚୁଆଲ  ମାଧ୍ୟମରେ ୧୩,୫୦୦କୋଟିରୁ ଅଧିକ ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ପ୍ରଧାନମନ୍ତ୍ରୀ ଅପରାହ୍ନରେ ମହବୁବନଗରରେ ପହଞ୍ଚିଥିଲେ। ସେଠାରେ ସଡ଼କ, ରେଳବାଇ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଉଚ୍ଚଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୧୩ଳ୫୦୦ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଆସନ୍ତା ୩ ତାରିଖରେ ପ୍ରଧାନମନ୍ତ୍ରୀ ନିଜାମାବାଦରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ଏବଂ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ନଭେମ୍ବର-ଡିସେମ୍ବରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ ପ୍ରସ୍ତୁତି କରୁଥିବାରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri