Posted inଜାତୀୟ

ପୁଣି ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ବିବାଦ, ଅବକାରୀ ନୀତିର ହେବ ସିବିଆଇ ଯାଞ୍ଚ୍‌…

ନୂଆଦିଲ୍ଲୀ,୨୨।୭ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ଉପରାଜ୍ୟପାଳବିନୟ କୁମାର ସାକ୍ସେନାଙ୍କ ମଧ୍ୟରେ ବିବାଦର ଥମିବାର ନା ଧରୁନି। ପୁଣି ଥରେ ଏହି ଦୁଇଜଣ ମୁହାଁମୁହିଁ ଠିଆ ହୋଇଛନ୍ତି। ଶୁକ୍ରବାର ଉପରାଜ୍ୟପାଳ କେଜ୍ରିୱାଲ ସରକାରଙ୍କ ବିରୋଧରେ କଠୋର ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ବିରୋଧରେ ସିବିଆଇ ତଦନ୍ତ ପାଇଁ ଉପରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି।

କେଜ୍ରିୱାଲ ସରକାରଙ୍କ ଉପରେ ନୂତନ ଏକ୍ସାଇଜ ନୀତି ଅନୁଯାୟୀ ମଦ ଦୋକାନଗୁଡିକର ଟେଣ୍ଡରରେ ଅନିୟମିତତା ହୋଇଥିବା ଅଭିଯୋଗ ରହିଛି। ଅଭିଯୋଗ ହୋଇଛି ଯେ ନୂତନ ଏକ୍ସାଇଜ ପଲିସିରେ ନିୟମକୁ ଅଣଦେଖା କରି ମଦ ଦୋକାନଗୁଡିକୁ ଟେଣ୍ଡର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri