ପୂର୍ବତନ ବିଧାୟକଙ୍କୁ ଆଜୀବନ କାରାଦଣ୍ଡ: ସ୍ତ୍ରୀଙ୍କୁ ପୋଡ଼ିମାରିଥିଲେ

ଭୁବନେଶ୍ବର ୨୭।୬: ସ୍ତ୍ରୀଙ୍କ ହତ୍ୟା ଅଭିଯୋଗରେ ପୂର୍ବତନ ବିଧାୟକଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଏମ୍‌ଏଲ୍‌ଏଏମ୍‌ପି କୋର୍ଟ । ରାୟଗଡା ଜିଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ୧୯୯୫ ମସିହା ଅଗଷ୍ଟ ୨୯ ତାରିଖରେ ଭୁବନେଶ୍ବର ଏମ୍‌ଏଲ୍‌ଏ କଲୋନୀରେ ନିଜ ସ୍ତ୍ରୀକୁ ପୋଡ଼ି ମାରିଥିଲେ । ବାସଭବନ ଡିଏସ୍‌୧୮/୧ରୁ ତାଙ୍କ ସ୍ତ୍ରୀଙ୍କର ମୃତଦେହ ମିଳିଥିଲା । ସ୍ତ୍ରୀ ଗର୍ଭବତୀ ଥିବା ସମୟରେ ତାଙ୍କୁ ରାମମୂର୍ତ୍ତି ଜାଳି ଦେଇଥିବା ଅଭିଯୋଗ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri