ମହାମାରୀ ହାତରେ ଜୀବନ ଡୋର: ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଆଗରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ମହାମାରୀ ହାତରେ ମଣିଷଙ୍କ ଜୀବନ ଡୋର ରହିଥିବାବେଳେ ନିଶ୍ୱାସ ଫେରି ପାଇବାକୁ ଆକ୍ରାନ୍ତ ପ୍ରୟାସ କରୁଛନ୍ତି। ତେବେ ଅକ୍ସିଜେନ୍‌ ସିଲିଣ୍ଡର ଅଭାବରୁ ଏହା ସମ୍ଭବ ହୋଇ ପାରୁ ନାହିଁ। ରାଜଧାନୀ ଦିଲ୍ଲୀର ନାରାୟଣା ଅକ୍ସିଜେନ୍‌ ଫିଲିଂ ପ୍ଲାଣ୍ଟ୍‌ ଆଗରେ ସୋମବାର ସକାଳେ ଲୋକ ଏବଂ ହସ୍ପିଟାଲ ଆମ୍ବୁଲାନ୍ସ୍‌ର ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି। କେତେକ ଲୋକ ଗତ ଦୁଇ ଦିନ ଧରି ଏଠାରେ ଖାଲି ସିଲିଣ୍ଡର ଧରି ରିଫିଲିଂ ପାଇଁ ଅପେକ୍ଷା କରିଛନ୍ତି। ପ୍ଲାଣ୍ଟ୍‌ ବାହାରେ ମୁତୟନ ଥିବା ପୋଲିସଙ୍କ ଅନୁସାରେ ଏସ୍‌ଡିଏମ୍‌ଙ୍କୁ ଅପେକ୍ଷା କରାଯାଇଛି। ସେ ଅକ୍ସିଜେନ୍‌ ରିଲିଜ୍‌ ଆଦେଶରେ ଦସ୍ତଖତ କରିବା ପରେ ହିଁ ରିଫିଲିଂ କାର୍ଯ୍ୟ ଆରମ୍ଭ ହେବ। ଖରାଦିନ ଯୋଗୁ ତାତି ବଢୁଥିଲେ ମଧ୍ୟ ଏହାକୁ ଖାତିର ନ କରି ଆକ୍ରାନ୍ତଙ୍କ ପରିବାର ସଦସ୍ୟ ସିଲିଣ୍ଡର ରିଫିଲିଂ କରିବା ଲାଗି ଲାଇନରେ ଛିଡ଼ା ହୋଇଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି...

ଫ୍ରାନ୍ସରେ ରାଫାଲ ଉଡ଼ାଇବେ ରାଜନାଥ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୮ ତାରିଖରେ ଫ୍ରାନ୍ସ ଯାଇ ପ୍ରଥମ ରାଫାଲ ଯୁଦ୍ଧବିମାନକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିବେ। ଏହି ଅବସରରେ ସେ ରାଫାଲ...

ଚାଇନାର ଏକଚାଟିଆ ଗୁଣକୁ ବରଦାସ୍ତ କରାଯିବ ନାହିଁ : ଜୟଶଙ୍କର

ନୂଆଦିଲ୍ଲୀ,୮।୧୨: ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଯେ ପର୍ଯ୍ୟନ୍ତ ଚାଇନା ନିଜର ବେଆଇନ ନିର୍ମାଣ ବନ୍ଦ ନ କରିବ ସେ ପର୍ଯ୍ୟନ୍ତ ଭାରତ ଓ ଚାଇନା...

ମହିଳାଙ୍କୁ ଆର୍ଥିକ ସମ୍ବଳରୁ ବଞ୍ଚିତ କରିବା ଏକ ଘରୋଇ ହିଂସା: ହାଇକୋର୍ଟ…

କୋଲକାତା,୨୭।୧୨ : ସ୍ବାମୀଙ୍କ ମୃତ୍ୟୁ ପରେ ଜଣେ ମହିଳାଙ୍କୁ ସ୍ତ୍ରୀଧନ କିମ୍ବା ଆର୍ଥିକ ସମ୍ବଳରୁ ବଞ୍ଚିତ କରିବା ଏକ ଘରୋଇ ହିଂସା ବୋଲି ପଶ୍ଚିମବଙ୍ଗର କୋଲକାତା...

ମିଶନ-୨୦୨୪, ଲୋକ ସଭା-ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ଥାୟୀ ନେତା ନିଯୁକ୍ତ କରିବ କଂଗ୍ରେସ…

ନୂଆଦିଲ୍ଲୀ, ୧୮।୫ : ଦେଶର ପ୍ରତ୍ୟେକ ଲୋକ ସଭା ତଥା ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ଥିତି ଉପରେ ନଜର ରଖିବା ପାଇଁ କଂଗ୍ରେସ ପୂର୍ଣ୍ଣକାଳୀନ ନେତାଙ୍କ ସ୍ଥାୟୀ...

ମ୍ୟାନମାର୍‌ର ରାଜନୈତିକ ସ୍ଥିତି ଏକ ଆହ୍ବାନ ସୃଷ୍ଟି କରୁଛି : ଜୟଶଙ୍କର…

ଇମ୍ପାଲ,୨୬।୧୧ : ବହିର୍ବ୍ୟାପର ମନ୍ତ୍ରୀ ଏସ. ଜୟଶଙ୍କର ଶନିବାର ମଣିପୁରର ରାଜଧାନୀ ଇମ୍ପାଲରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି ଯେ ବାହ୍ୟ ପ୍ରବେଶ...

ବରଗଡ଼ରେ ପୁଣି ୯୯ ନୂଆ କରୋନା ଆକ୍ରାନ୍ତ, ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧ା୧୧: ବରଗଡ଼ ଜିଲାରେ ରବିବାର ପୁଣି ୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରେ ୬ ଶିଶୁଙ୍କ ସମେତ ୩୩ ମହିଳା...

ପାଇଲଟ୍‌ଙ୍କ ଅସଫଳ ଆକ୍ରମଣ: ଶକ୍ତି ପରୀକ୍ଷା ଲାଗି ଅମଙ୍ଗ ଭାଜପା

ଜୟପୁର, ୧୪।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥିବା ଯୁବନେତା ସଚିନ୍‌ ପାଇଲଟ୍‌ଙ୍କୁ ଏବେ ଦଳର ସମସ୍ତ ପଦବୀରୁ ହଟାଇ...

Advertisement
Archives

Model This Week