ପଲିଥିନ୍‌ ତଳେ ବିତୁଛି ଜୀବନ

ନିରାକାରପୁର,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବଙ୍କ ସହାୟତା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଗ୍ରାମାଞ୍ଚଳରେ ରହୁଥିବା କେତେକ ଲୋକଙ୍କ ପାଇଁ ସରକାରଙ୍କ ଏହି ଯୋଜନା ସାତସପନ ହୋଇ ରହିଛି। ଏହାର ଉଦାହରଣ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ା ଅଞ୍ଚଳର ଡୁଙ୍ଗେଇ ବଓ୍ବୋ (୫୦)ଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ସୂଚନା ମୁତାବକ, ୧୭ବର୍ଷ ପୂର୍ବେ ଡୁଙ୍ଗେଇଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଚାରି ବର୍ଷର ହୋଇଥିଲା। ପରେ ଡୁଙ୍ଗେଇ ଭିକ୍ଷାବୃତ୍ତି କରି ପୁଅକୁ ବଡ଼ କରିଛନ୍ତି। ଏବେ ପୁଅର ପାରିଶ୍ରମିକରେ ଚଳୁଛନ୍ତି। ଦିନ ମଜୁରିଆ ଭାବେ ପୁଅ କାର୍ଯ୍ୟ କରୁଥିବାରୁ ଘର କରିବାକୁ ତାଙ୍କର ସମଥର୍ର୍ ନାହିଁ। ଏପରିକି ରାଶନ କାର୍ଡ ମଧ୍ୟ ମିଳିନାହିଁ। ଏନେଇ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ପରେ ତାଙ୍କୁ ବିଧବା ଭତ୍ତା ମିଳୁଛି। ପକ୍କା ଘର ପାଇଁ ଡୁଙ୍ଗେଇ ବାରମ୍ବାର ପ୍ରଶାସନ ଓ ସ୍ଥାନୀୟ ସରପଞ୍ଚଙ୍କୁ ଗୁହାରି କରିଥିଲେ ମଧ୍ୟ ମିଳିଲା ନାହିଁ। ଫଳରେ ବର୍ଷା, ଖରା, ଶୀତ କାକରରେ ପଲିଥିନ ତଳେ ବିତୁଛି ଜୀବନ। ସରକାରଙ୍କ ଯୋଜନା ତାଙ୍କ ପାଇଁ ସାତସପନ ହୋଇପଡ଼ିଛି। ଆଗକୁ ବର୍ଷା ଦିନ ଆସୁଥିବାରୁ ଇନ୍ଦିରା ଆବାସ ଯୋଜନାରେ ଡୁଙ୍ଗେଇଙ୍କୁ ପକ୍କା ଘର ଯୋଗାଇଦେବା ଲାଗି ଗ୍ରାମବାସୀ ଦାବି କରିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri