ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଗୋଲାମୁଣ୍ଡା,୨୩ା୨(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଫାଣ୍ଡି ଅନ୍ତର୍ଗତ ଘୋଟିଆ ବ୍ରିଜ ନିକଟରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକହେଲେ ଭବାନୀପାଟଣା ଥାନା ଅନ୍ତର୍ଗତ ଦେପୁର ଗ୍ରାମର ସୁରେନ୍ଦ୍ର କୁମାର ଜାନି(୩୦)।

ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ସୁଦାମ ଗୁରୁ। ଦଶପୁର ଫାଣ୍ଡି ଅଧିକାରୀ ସୁଶାନ୍ତ କୁମାର ପଣ୍ଡା ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନା ଅନୁଯାୟୀ, ସୁରେନ୍ଦ୍ର ବାଇକ୍‌ ଯୋଗେ କୌଣସି କାମରେ ଗୋଲାମୁଣ୍ଡା ଯାଇଥିଲେ। ଫେରୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ହିଁ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଗୁରୁତରଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…

ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri