ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ: ଲୋକେ ଜାଳିଦେଲେ ଟ୍ରକ୍‌

ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର-ସୋନପୁର ରାଜ୍ୟ ରାଜପଥର ସମ୍ବଲପୁର ଜିଲା ଧମା ଥାନା ଛଚାନପାଳି ଗ୍ରାମ ନିକଟରେ ମଙ୍ଗଳବାର ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ଏକ ଟ୍ରକ୍‌ ପଛପଟୁ ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଛଚାନପାଳିର ଲକ୍ଷ୍ମୀ ପଧାନ (୩୯)। ଆହତ ଜଣକ ହେଲେ ଅକ୍ଷୟ ବରାଳ (୨୮)। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଟ୍ରକ୍‌କୁ ଜାଳିଦେବା ସହ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଥିଲେ। ବଳମ୍ବିତ ରାତି ପର୍ଯ୍ୟନ୍ତ ରାସ୍ତାରୋକୋ ଜାରି ରହିଥିଲା। ଧମା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଦମକଳ ଗାଡି ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଟିକାକରଣ ଆରମ୍ଭ: ପ୍ରଥମ ଦିନରେ ନେଲେ ୫୩ ସ୍ବାସ୍ଥ୍ୟକର୍ମୀ

କର୍ଲାମୁଣ୍ଡା,୨୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହଠାରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଯାଇଛି। ଏଥିରେ ଚିକିତ୍ସାଧିକାରୀ ଡଃ ସୌମ୍ୟରଞ୍ଜନ ପାତ୍ର,...

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ...

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା...

ବନ୍ୟାଜଳରେ ସାଇକେଲ ସହ ଭାସିଗଲେ ଯୁବକ

କେନ୍ଦ୍ରାପଡ଼ା ଅଫିସ, ୨୬।୮: ବ୍ରାହ୍ମଣୀରେ ଆସିଥିବା ବନ୍ୟାରେ ଭାସିଯାଇ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା...

ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ...

ଭଙ୍ଗାହେଲା ୧୦ ମନ୍ଦିର

କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ...

ରିଲାଏନ୍ସ ଜୁଏଲ୍‌ସର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୭।୪- ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍‌ସ ପକ୍ଷରୁ ଅନୁଗୋଳର ଅମଲାପଡ଼ାଠାରେ ଥିବା ଅନୁଶପିଙ୍ଗ ମଲରେ ଏହାର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି।...

ବରଗଡ଼ରେ ପୋଷ୍ଟାଲ ପରେ ଇଭିଏମର ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ, ୨୩।୫: ବରଗଡର ଦୁଇ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ବରଗଡ ପଞ୍ଚାୟତ କଲେଜ ଓ ପଦ୍ମପୁର ଆରଏମସି ଗୋଦାମରେ...

Advertisement
Archives

Model This Week