ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ: ଲୋକେ ଜାଳିଦେଲେ ଟ୍ରକ୍‌

ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର-ସୋନପୁର ରାଜ୍ୟ ରାଜପଥର ସମ୍ବଲପୁର ଜିଲା ଧମା ଥାନା ଛଚାନପାଳି ଗ୍ରାମ ନିକଟରେ ମଙ୍ଗଳବାର ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ଏକ ଟ୍ରକ୍‌ ପଛପଟୁ ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଛଚାନପାଳିର ଲକ୍ଷ୍ମୀ ପଧାନ (୩୯)। ଆହତ ଜଣକ ହେଲେ ଅକ୍ଷୟ ବରାଳ (୨୮)। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଟ୍ରକ୍‌କୁ ଜାଳିଦେବା ସହ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଥିଲେ। ବଳମ୍ବିତ ରାତି ପର୍ଯ୍ୟନ୍ତ ରାସ୍ତାରୋକୋ ଜାରି ରହିଥିଲା। ଧମା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଦମକଳ ଗାଡି ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri