Posted inଜାତୀୟ

ସ୍ପିଡ୍‌ ବ୍ରେକର ଅତିକ୍ରମ ବେଳେ ଜାର୍କିଂରେ ଫେରିଲା ହୃଦ୍‌ଘାତ ମୃତକଙ୍କ ଜୀବନ

ନୂଆଦିଲ୍ଲୀ,୨ା୧: ମହାରାଷ୍ଟ୍ର କୋହ୍ଲପୁର ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କୁ ହୃଦ୍‌ଘାତ ହେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶେଷକୃତ୍ୟ ପାଇଁ ପଣ୍ଡୁରଙ୍ଗ ଉଲ୍‌ପେ ନାମକ ଉକ୍ତ ବ୍ୟକ୍ତିଙ୍କ ମରଶରୀରକୁ ଆମ୍ବୁଲାନ୍ସ ଯୋଗେ ଘରକୁ ନିଆଯାଉଥିଲାବେଳେ ଆଶ୍ଚର୍ଯ୍ୟ ଘଟଣା ଦେଖିବାକୁ ମିଳିଥିଲା। ସ୍ପିଡ୍‌ ବ୍ରେକର ଅତିକ୍ରମ ବେଳେ ଜାର୍କିଂ ଯୋଗୁ ଆମ୍ବୁଲାନ୍ସରେ ସୃଷ୍ଟି ହୋଇଥିବା କମ୍ପନ ଉଲ୍‌ପେଙ୍କୁ ବଞ୍ଚାଇ ଦେଇଛି। ଅଚଳ ଶରୀରରେ ହଲଚଲ ହେବା ଦେଖି ପରିବାର ସଦସ୍ୟ ତୁରନ୍ତ ତାଙ୍କୁ ଅନ୍ୟ ଏକ ହସ୍ପିଟାଲକୁ ନେଇଥିଲେ। ଗତ ୧୬ ତାରିଖରେ ଏହି ଘଟଣା ଘଟିଥିଲା। ଦ୍ୱିତୀୟ ହସ୍ପିଟାଲରେ ଉଲ୍‌ପେଙ୍କୁ ଇଣ୍ଟେନ୍‌ସିଭ୍‌ କେୟାର ୟୁନିଟ୍‌ରେ ଭର୍ତ୍ତି କରାଯାଇ ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା। ୧୫ ଦିନ ହସ୍ପିଟାଲରେ ରହିବା ପରେ ଉଲ୍‌ପେ ଘରକୁ ଫେରିଛନ୍ତି।

ଉଲ୍‌ପେ କହିଛନ୍ତି, ସେ ଚଲାବୁଲା କରି ଘରକୁ ଫେରିବା ପରେ ବସି ଚା’ ପିଇଥିଲେ। ଏହା ପରେ ତାଙ୍କ ମୁଣ୍ଡ ବୁଲାଇବା ସହ ଅଶନିଃଶ୍ୱାସୀ ଲାଗିଥିଲା। ସେ ବାଥ୍‌ରୁମ୍‌କୁ ଯାଇ ବାନ୍ତି କରିଥିଲେ। ଏହା ପରେ କ’ଣ ଘଟିଲା ଏବଂ କେଉଁମାନେ ତାଙ୍କୁ ହସ୍ପିଟାଲ ନେଲେ, ସେ ଜାଣନ୍ତି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri