Posted inଫୁରସତ

ମାଟି ମା’ ପାଇଁ ଜୀବନ ଉତ୍ସର୍ଗ

ମାଟିର ମା’ର ସୁରକ୍ଷା ପାଇଁ ଭାରତୀୟ ସେନା ସବୁବେଳେ ଜୀବନକୁ ଉସର୍ଗ କରିଥାନ୍ତି। ୧୯୭୧ ପାକିସ୍ତାନ ସହିତ ଯୁଦ୍ଧରେ ଭାରତୀୟ ସଶସ୍ତ୍ର ବାହିନୀର ବିଜୟକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଡିସେମ୍ବର ୧୬ ରେ ବିଜୟ ଦିବସ ପାଳନ କରାଯାଇଥାଏ। ଏହି ଅବସରରେ ଦେଶକୁ ରକ୍ଷା କରି ଜୀବନର ବଳିଦାନ ଦେଇଥିବା ସମସ୍ତ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥାଏ।

୧୯୭୧ ଡିସେମ୍ବର ୧୬ରେ, ଭାରତ ୧୩ ଦିନ ଯୁଦ୍ଧ ପରେ ପାକିସ୍ତାନକୁ ପରାଜିତ କରିଥିଲା। ୯୩ ହଜାର ପାକିସ୍ତାନୀ ସୈନ୍ୟଙ୍କ ସହିତ ପାକିସ୍ତାନୀ ସୈନ୍ୟ ବାହିନୀ ମୁଖ୍ୟ ଜେନେରାଲ ଆମିର ଅବଦୁଲ୍ଲା ଖାଁ ନିଆଜି ଭାରତୀୟ ସେନା ମୁଖ୍ୟ ଭାରତର ଜେନେରାଲ ଜଗଜିତ ସିଂ ଅରୋରା ଏବଂ ବାଂଲାଦେଶର ମୁକ୍ତି ବାହିନୀର ମିଳିତ ବାହିନୀ ସମ୍ମୁଖରେ ଆତ୍ମସମର୍ପଣ କରିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହା ସର୍ବ ବୃହତ ସାମରିକ ଆତ୍ମସମର୍ପଣ ଥିଲା।

ପାକିସ୍ତାନୀ ସୈନ୍ୟଙ୍କ ଏକପାଖିଆ ଏବଂ ସର୍ତ୍ତମୂଳକ ଆତ୍ମସମର୍ପଣ ସହିତ ପୂର୍ବ ପାକିସ୍ତାନ ବାଂଲାଦେଶ ଭାବେ ପୃଥକ ହୋଇଥିଲା। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ପୂର୍ବ ପାକିସ୍ତାନ ବା ବାଂଲାଦେଶର ମୁକ୍ତି ସଂଗ୍ରାମକୁ ସମ୍ପୂର୍ଣ୍ଣ ସମର୍ଥନ ଜଣାଇଥିଲେ ଯାହାଫଳରେ ଏହା ଏକ ସ୍ବାଧୀନ ଦେଶର ମାନ୍ୟତା ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri