ମହୁମାଛି ଆକ୍ରମଣରେ ଗଲା ଜୀବନ

ବାରିପଦା ଅଫିସ,୧୦ା୧୦: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଧୀନ ବଡପାଣି ଗ୍ରାମରେ ମହୁମାଛି ଆକ୍ରମଣରେ ଜଣକର ମୃତ୍ୟୁ ଘଟିଛି ା ସେ ହେଲେ ସେହି ଗ୍ରାମର ପରେଶ ଚନ୍ଦ୍ର ନାଏକ ା ରବିବାର ଘର ନିକଟ କ୍ଷେତରେ ହଳ କରୁଥିବା ସମୟରେ ମହୁମାଛି ଆକ୍ରମଣ କରିବାରୁ ସେ ଗୁରୁତର ହୋଇ ପଡିଥିଲେ। ପରିବାର ଲୋକେ ଜାଣିବା ପରେ ତାଙ୍କୁ ଯଶିପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଲିଟର ୭୬ ଟଙ୍କା, ଚିନ୍ତାରେ ଖାଉଟି

ଚଣ୍ଡିଖୋଲ,୧୨ା୪(ଡି.ଏନ.ଏ.):କେନ୍ଦ୍ର ସରକାର ପେଟ୍ରୋଲିୟମ୍‌ ଜାତ ଦ୍ରବ୍ୟର ମୂଲ୍ୟ ବଢ଼ାଇ ଚାଲିଛନ୍ତି। ଏହି ମୂଲ୍ୟବୃଦ୍ଧିରୁ କିରୋସିନ୍‌ ବାଦ୍‌ ପଡିନାହିଁ। ଗତ ୪ମାସ ମଧ୍ୟରେ କିରୋସିନ୍‌ର ମୂଲ୍ୟ ଅହେତୁକ...

‘ନିଯୁକ୍ତି, ସ୍ବାଭିମାନ ଓ ଅଧିକାର ଲଢେଇ ଜାରି ରହିବ’

ବଲାଙ୍ଗୀର ଅଫିସ, ୧୩ା୧ – ଜାତୀୟ ଯୁବ ଦିବସ ଅବସରରେ ବଲାଙ୍ଗୀରଠାରେ ଜିଲା କଂଗ୍ରେସର ଛାତ୍ର କମ୍ପନ ସମାବେଶ ଅନୁଷ୍ଠିତ ହୋଇଥିଲା। ଜିଲାର ଶତାଧିକ ଯୁବତୀ,...

ଉଦ୍ଧାର ହେଲା ବିରଳ ପ୍ରଜାତିର ଗୋଧି

ଉଦଳା, ୧।୫(ଡି.ଏନ.ଏ.)-ଉଦଳା ବନଖଣ୍ଡ ଅଧୀନରେ ଥିବା ବହୁବନ୍ଧ ପଞ୍ଚାୟତର ନାବରା ଗ୍ରାମ ଜଙ୍ଗଲରୁ ଗ୍ରାମବାସୀମାନେ ଏକ ବିରଳ ପ୍ରଜାତିର ଗୋଧି ଉଦ୍ଧାର କରିଛନ୍ତି। ପରେ ଏହାକୁ...

କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି...

କେନାଲ ଭାଙ୍ଗି ପୁଣି ଜମିରେ ପଶିଲା ପାଣି : ଚାଷୀ କ୍ଷତିଗ୍ରସ୍ତ

ଆନନ୍ଦପୁର,୭।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି ପଞ୍ଚାୟତ ପଣ୍ଡୁଆଠାରେ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମାଣାଧୀନ ବାମପାର୍ଶ୍ୱ କେନାଲ ଭାଙ୍ଗି ପୁନର୍ବାର ବର୍ଷାପାଣି...

ଭଙ୍ଗା ଆଜବେଷ୍ଟସ ତଳେ ଛାତ୍ରୀଛାତ୍ର

ବଇଣ୍ଡା,୩ା୩(ଡି.ଏନ.ଏ.): କୋଭିଡ୍‌ କାରଣରୁ ୨ ବର୍ଷ ବନ୍ଦ ରହିଲା ପ୍ରାଥମିକ ବିଦ୍ୟାଳୟ। ହେଲେ ଅବ୍ୟବସ୍ଥିତ ଭିତ୍ତିଭୂମିରେ ପରିବର୍ତ୍ତନ କଲେନି ରାଜ୍ୟ ସରକାର। ଫଳରେ ଦୀର୍ଘଦିନ ପରେ ସ୍କୁଲକୁ...

ବର୍ଷାପାଣିରେ ଭାସୁଛି ବର୍ଷକର ଦାନା

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ବାତ୍ୟା ପ୍ରଭାବରେ ତିନିଦିନ ଲଗାଣ ବର୍ଷାରେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳର ଚାଷଜମି ଜଳମଗ୍ନ ହୋଇଯାଇଛି। ପାଚିଲା ଧାନ ଏବେ ବର୍ଷା ପାଣିରେ ଭାସୁଥିବା...

ଛତିଶଗଡ଼ ଜଗଦଲପୁର ସୀମା ସିଲ୍‌

କୋଷାଗୁମୁଡ଼ା,୯।୪: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରୁ ଛତିଶଗଡ଼ର ଜଗଦଲପୁର ରାସ୍ତାକୁ ପ୍ରଶାସନ ସିଲ୍‌ କରିଛି। କୋଷାଗୁମୁଡ଼ା ବ୍ଲକ ସୀମାନ୍ତ...

Advertisement
Archives

Model This Week