ନଦୀରେ ଗାଧୋଉଥିବାବେଳେ ଗୋଡ଼ ଖସି ଚାଲିଗଲା ଜୀବନ

ରାଇକିଆ, ୭।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ରାଇକିଆ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ ରାଇକିଆ ପଞ୍ଚାୟତ ସାହିର ଦିନେଶ ନାୟକ (୨୮) । ନଦୀକୁ ଗାଧୋଇବା ପାଇଁ ଯାଇଥିବାବେଳେ କୌଣସି କାରଣ ଖସି ଯାଇ ପାଣିରେ ପଡି ଯାଇ ତାଙ୍କର ମୃତ୍ୟୁ ଘଟିଥିଲା । ସେଠାରେ କୌଣସି ଲୋକ ନ ଥିବାରୁ ତୁରନ୍ତ ତାଙ୍କୁ କେହି ବି ଉଧାର କରି ପାରି ନ ଥିଲେ। ରାଇକିଆ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?