ଧର୍ମଗଡ,୬।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଧୀନ କେବଡ଼ିସ୍ଥିତ ବିଜୁ ଏକ୍ସପ୍ରେସ ୱେ ନିକଟରେ ବୁଧବାର ସନ୍ଧ୍ୟାରେ ଅଜଣା ବୋଲେରୋ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଧର୍ମଗଡ଼ ବଜାରପଡାର ନରେଶ ଅଗ୍ରୱାଲ ବୋଲି ଜଣାପଡିଛି। ସନ୍ଧ୍ୟା ସମୟରେ ୱାକ୍ ପାଇଁ ଯାଉଥିବା ସମୟରେ ପଛପଟୁ ତାଙ୍କୁ ଏକ ଅଜଣା ବୋଲେରୋ ଧକ୍କା ଦେଇଥିବା ସ୍ଥାନୀୟ ଲୋକଙ୍କଠୁ ଜଣାପଡିଛି।
Posted inHome Left, ଆମ ଜିଲା ଖବର, କଳାହାଣ୍ଡି View All
ମୋ ଫୋନ ଟ୍ୟାପ କରାଯାଉଛି, ସବୁ ପ୍ରମାଣ ଏଥିରେ ଅଛି: ସାଂଘାତିକ ଅଭିଯୋଗ ଆଣିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧୩।୧୧: ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ନିଜ ଫୋନ ଟ୍ୟାପିଂ ହେଉଥିବା ନେଇ ଅଭିଯୋଗ କରିଛନ୍ତି। ସୋସିଆଲ ମିଡିଆରେ ସେ ଦାବି କରିଛନ୍ତି,…
ଦିନିକିଆରେ ଏମିତି ରେକର୍ଡ କଲେ ଶ୍ରେୟସ, ଅଧିନାୟକ ଡେବ୍ୟୁରେ ଶୂନରେ ଆଉଟ୍
ନୂଆଦିଲ୍ଲୀ, ୧୩।୧୧: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଶ୍ରେୟସ ଆୟରଙ୍କ ଡେବ୍ୟୁ ଖରାପ ରହିଥିଲା। କିନ୍ତୁ ଦିନିକିଆରେ ତାଙ୍କ ଡେବ୍ୟୁ ଏହାଠାରୁ ମଧ୍ୟ ଅଧିକ ନିରାଶାଜନକ…
ଧୋକା ଦେଲେ ବିରାଟ-ରୋହିତ: ODIରେ ଭାରତକୁ ଦ୍ୱିତୀୟ ସବୁଠୁ ବଡ଼ ପରାଜୟ, ମାତ୍ର ଏତିକି ରନ୍ରେ ଅଲଆଉଟ୍
ନୂଆଦିଲ୍ଲୀ, ୧୩।୧୧: ଚତୁର୍ଥ ଦିନିକିଆ ମ୍ୟାଚରେ ଭାରତୀୟ ଦଳକୁ ୨୪୪ ରନରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ୩୩୪ ରନର ବିଜୟ ଲକ୍ଷ୍ୟ ପିଛା କରିବାକୁ ଆସିଥିବା ଭାରତୀୟ…
ଫିଫା ବିଶ୍ୱକପ୍ରୁ ଓହରିଲା ଆମେରିକା, କାହିଁକି ଜାଣନ୍ତୁ…
ଜୁରିଚ୍,୧୩ା୧୧: ଆସନ୍ତା ସପ୍ତାହରେ କାତାରରେ ୧୭ବର୍ଷରୁ କମ୍ ବାଳକ ଫିଫା ବିଶ୍ୱକପ୍ ଖେଳାଯିବାକୁ ଥିବା ବେଳେ ସୁରକ୍ଷାଗତ କାରଣ ଦର୍ଶାଇ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍)ର ଫୁଟ୍ବଲ ପରିଷଦ…
ରସଗୋଲା ଭାବି ଖାଇଦେଲେ ବୋମା, ଚୋବାଇଲା ବେଳେ……
ଭୋପାଳ,୧୩।୧୧: ରସଗୋଲା କହି ଜଣେ ବ୍ୟକ୍ତିଙ୍କୁ ଦେଶୀ ବୋମା ଖୁଆଇଦେବା ଅଭିଯୋଗ । ମୁହଁରେ ପକାଇ କାମୁଡ଼ିବା ମାତ୍ରେ ହୋଇଥିଲା ଭୟଙ୍କର ବିସ୍ଫୋରଣ। ଏଥିରେ ଘଟଣାସ୍ଥଳରେ ହିଁ…
ଅଗ୍ନିବୀରଙ୍କ ପାଇଁ ବଡ଼ ଖୁସି ଖବର: ବିବାହ ନିୟମରେ ହେବ ବଡ଼ ପରିବର୍ତ୍ତନ! ଜାଣନ୍ତୁ କ’ଣ କହୁଛି ନୂଆ ନିୟମ
ନୂଆଦିଲ୍ଲୀ, ୧୩।୧୧: ଦେଶର ସେନାବାହିନୀରେ ନିଯୁକ୍ତି ସହ ଜଡ଼ିତ ଅଗ୍ନିପଥ ଯୋଜନା (Agnipath Scheme)ରେ ବଡ଼ ଏବଂ ସକାରାତ୍ମକ ପରିବର୍ତ୍ତନ ହେବାର ସଙ୍କେତ ମିଳିଛି। ସରକାର ‘ଅଗ୍ନିପଥ…
ଆୟୁଷ୍ମାନ ଯୋଜନାରେ ବଡ଼ ପରିବର୍ତ୍ତନ: ଘରୋଇ ହସ୍ପିଟାଲରେ ହେବନି ୧୧୨ ରୋଗର ମାଗଣା ଚିକିତ୍ସା
ନୂଆଦିଲ୍ଲୀ, ୧୩।୧୧: କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ (AB-PMJAY)ର ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏହି ନିଷ୍ପତ୍ତିର…
ଶିକ୍ଷକ ସମସ୍ୟା ନେଇ ଧାରଣାରେ ବସିଲେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ
ଆଳି,୧୩ା୧୧(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ପଦନୀପାଳ ପଞ୍ଚାୟତରେ ଥିବା ଡିପିଏସ୍ ନୋଡାଲ ହାଇସ୍କୁଲରେ ଶିକ୍ଷକ ସମସ୍ୟାକୁ ନେଇ ଅଭିଭାବକମାନେ ବ୍ଲକ ଶିକ୍ଷାଧିକାରୀ ଓ ଜିଲା…

