ଲକ୍ଷ୍ନୌ,୧୭।୧୦: ଉତ୍ତରପ୍ରଦେଶର ହସନପୁର ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାଟକରେ ଅଭିନୟ କରୁଥିବା ସମୟରେ ଜଣେ ୬୨ବର୍ଷୀୟ କଳାକାରଙ୍କର ମୃତ୍ୟୁ ଘଟିଛି। ବିଞ୍ଜୋରର ଏକ ଷ୍ଟେଜରେ ରାମଲୀଳା ମଞ୍ଚସ୍ଥ ହେଉଥିବା ବେଳେ ହୃଦଘାତରେ ରାଜେନ୍ଦ୍ର ସିଂ ନାମକ ଏକ କଳାକାରଙ୍କର ଦେହାନ୍ତ ହୋଇଛି। ଏହି ବ୍ୟକ୍ତି ଜଣକ ଗୁରୁବାର ରାତିରେ ନାଟକରେ ଅଭିନୟ କରୁଥିଲେ। ତାଙ୍କ ଅଭିନୟରେ ଖୁସି ହୋଇ ଦର୍ଶକ ତାଳି ମାରିବାକୁ ଲାଗିଥିଲେ। କିନ୍ତୁ ସେତେବେଳେକୁ ତାଙ୍କର ଦେହାନ୍ତ ହୋଇସାରିଥିଲା। ଏହା ଜାଣିବା ପରେ ନାଟକକୁ ବନ୍ଦ କରାଯାଇଥିଲା। କଳାକାର ଜଣକ ଦୁଇ ଦଶନ୍ଧି ଧରି ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରୁଥିଲେ।
କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍
ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…
ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା
କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…
ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ
ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…
ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?
ନୂଆଦିଲ୍ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…
ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର
ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…
ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…
ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…
ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍ପିଙ୍କ ନାମ ନଥିବାରୁ…
ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…
ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….
ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…
Archives

