ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ଜରୁରୀ। କାରଣ ଏହା ହେଉଛି ଘର ପାଇଁ ଖୁସିର ଦ୍ୱାର। ଜାଣନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର …

* ଘରର ମୁଖ୍ୟ ପ୍ରବେଶ ଦ୍ୱାରରେ ଲାଗିଥିବା କବାଟ ଘରର ଅନ୍ୟ କବାଟ ତୁଳନାରେ ଟିକେ ବଡ଼ ହେବା ଦରକାର; ଯଦ୍ଦ୍ବାରା ଏହା ମଧ୍ୟ ଦେଇ ଘର ମଧ୍ୟକୁ ଭରପୁର ଆଲୋକ ଆସିପାରୁଥିବ।

* ମୁଖ୍ୟ ପ୍ରବେଶ ଦ୍ୱାରରେ ସ୍ବସ୍ତିକ ହେଉ ଅବା ଓମ୍‌ କିମ୍ବା କଳସ ଭଳି ଯେ କୌଣସି ମାଙ୍ଗଳିକ ଚିହ୍ନ କରିବା ଘର ପାଇଁ ଶୁଭ ହୋଇଥାଏ।

* ଘରର ମୁଖ୍ୟ ପ୍ରବେଶ ଦ୍ୱାର ଉପରେ ପଞ୍ଚମୁଖୀ ହନୁମାନଙ୍କର ଫଟୋ ଲଗାଇଲେ ଗୃହ ପ୍ରତି ଶୁଭ ହୋଇଥାଏ।

* ସେହିପରି ମୁଖ୍ୟ ପ୍ରବେଶ ଦ୍ୱାରର ଠିକ୍‌ ସମ୍ମୁଖରେ ଘରର ଅନ୍ୟ କୌଣସି କବାଟ ରହିବା ଆଦୌ ଠିକ୍‌ ନୁହେଁ।

* ମୁଖ୍ୟ ପ୍ରବେଶ ଦ୍ୱାର ନିକଟରେ ଅଣ୍ଡରଗ୍ରାଉଣ୍ଡ ଟାଙ୍କି ରହିବା ମଧ୍ୟ ଘର ପାଇଁ ଶୁଭଙ୍କର ହୋଇ ନଥାଏ।

* ମୁଖ୍ୟ ପ୍ରବେଶ ଦ୍ୱାରରେ ଧୂଳି ଜମିବା ଠିକ୍‌ ନୁହେଁ। ଏହାକୁ ଖୋଲିବା କିମ୍ବା ବନ୍ଦ କରିବା ସମୟରେ ଏଥିରୁ କର୍କଶ ଶବ୍ଦ ବାହାରିବା ମଧ୍ୟ ବାସ୍ତୁ ଅନୁଯାୟୀ ଭଲ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଶାନ୍ତି ଚାହୁଁଛନ୍ତି କି…. ତେବେ ନିହାତି କରନ୍ତୁ ଏସବୁ…

କାର୍ଯ୍ୟ ରହିଛି; ଯାହାକୁ କରିବା ଦ୍ୱାରା ମାନସିକ ଶାନ୍ତି ମିଳିବା ସହ ପ୍ରଭୁକୃପା ଲାଭ ହୋଇଥାଏ। ତା’ସହିତ ଜୀବନରେ ଅନେକ ସଫଳତା ମିଳେ ବୋଲି ବିଶ୍ୱାସ କରାଯାଏ……

ଓଜନ ହ୍ରାସ ଔଷଧ ଖାଉଛନ୍ତି କି: ଘଟିପାରେ ଏମିତି…

ନୂଆଦିଲ୍ଲୀ, ୮ା୫ (ପି.ଟି.):ଓଜନ ହ୍ରାସ ପାଇଁ ବ୍ୟବହୃତ ହେଉଥିବା ଏବକାର ଓରାଲ୍‌ ଔଷଧଗୁଡ଼ିକ କେବଳ ଭୋକ କମାଉନାହିଁ, ବରଂ ଏହା ମସ୍ତିଷ୍କର ‘ରିୱାର୍ଡ ସର୍କିଟ’କୁ ସିଧାସଳଖ ପ୍ରଭାବିତ…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

ଏହି ୪ ରାଶିରେ ମେ ୧୧ରୁ କାଳସର୍ପ ଯୋଗ: ହୋଇଯାନ୍ତୁ ସାବଧାନ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗତି ଏବଂ ନକ୍ଷତ୍ରମାନଙ୍କର ସ୍ଥିତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଏଥର ମେ ମାସରେ ମହାକାଶରେ ଏକ ସ୍ବର୍ଗୀୟ ପରିସ୍ଥିତି…

ନିଦ୍ରାହୀନତା ଆଶଙ୍କା ଦୂରକରେ ଯୋଗ

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା…

ପୃଥିବୀର ଅଦୃଶ୍ୟ ସୁରକ୍ଷା କବଚ

ଚଳିତ ବର୍ଷ ମହାବିଦ୍ୟାଳୟ ପରୀକ୍ଷା କାର୍ଯ୍ୟ ସମାପନ ପରେ ଦିନ ୧୧ ଟାରେ ଜଣେ ବନ୍ଧୁଙ୍କ ସହିତ ମହାବିଦ୍ୟାଳୟ ଫାଟକ ନିକଟକୁ ବାହାରିଥାଉ ଚା’ ପିଇବାକୁ। ସେଦିନ…

ଏପ୍ରିଲ ୩୦ରୁ ଶତ୍ରୁ ରାଶିରେ ଗୋଚର କଲେ ଚନ୍ଦ୍ର, ୩ ରାଶି ପାଇଁ ଅଶୁଭ

ଚନ୍ଦ୍ରଙ୍କ ଗୋଚର ଏପ୍ରିଲ ୩୦ ତାରିଖ ଦିନ ଅପରାହ୍ନ ୧:୧୪ ରେ ହୋଇଛି । ଚନ୍ଦ୍ର ଶୁକ୍ରଙ୍କ ଦ୍ୱାରା ଶାସିତ ତୁଳା ରାଶିରେ ପ୍ରବେଶ କରିଛି ।…

ଖରାଦିନେ ଥଣ୍ଡା ପାନୀୟ ସହିତ ଚିପ୍ସ ଖାଉଛନ୍ତି କି? ସାବଧାନ! ଶରୀର ଉପରେ…

ଗ୍ରୀଷ୍ମ ଋତୁରେ ଲୋକମାନେ ପ୍ରକୃତରେ ଥଣ୍ଡା ପାନୀୟ ପିଇ ଉପଭୋଗ କରନ୍ତି । ଏହା କୌଣସି କାର୍ଯ୍ୟକ୍ରମ ହେଉ କିମ୍ବା ଘରେ ଅତିଥିମାନଙ୍କୁ ଆସିବାକୁ ହେଉ, ପ୍ରାୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri