ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ନଚେତ ହୋଇଯିବେ ବରବାଦ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା ସବୁକିଛିର ସମାଧାନ ନୀତିଶାସ୍ତ୍ରରେ ବର୍ଣ୍ଣିତ ହୋଇଛି। ଚାଣକ୍ୟଙ୍କ ନୀତି ଗ୍ରହଣ କରିବା କଷ୍ଟକର ଲାଗୁଥିଲେ ହେଁ ଏହାକୁ ଗ୍ରହଣ କରୁଥିବା ଲୋକ ସଫଳ ହୋଇଥାନ୍ତି। ଏଭଳି କ୍ରମରେ ଚାଣକ୍ୟ ୭ ପ୍ରକାର ଜିନିଷ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନଙ୍କ ଦେହରେ ଭୁଲରେ ମଧ୍ୟ ଗୋଡ ବଜାଇବା ଉଚିତ ନୁହେଁ। ଏପରି କରୁଥିବା ବ୍ୟକ୍ତି ବରବାଦ ହୋଇଯାଏ। ଭଗବାନ ତାଙ୍କୁ କଦାପି କ୍ଷମା କରନ୍ତି ନାହିଁ। ଆସନ୍ତୁ ଜାଣିବା:

ଚାଣକ୍ୟ ନୀତିଶାସ୍ତ୍ରରେ କହିଛନ୍ତି, ଅଗ୍ନି, ଗାଈ, ଗୁରୁ, ବ୍ରାହ୍ମଣ, କୁମାରୀ କନ୍ୟା, ବୃଦ୍ଧ ଏବଂ ଶିଶୁଙ୍କୁ ଭୁଲରେ ବି ଗୋଇଠା ମାରିବା ଉଚିତ ନୁହେଁ। ଏହାଛଡ଼ା ଅଗ୍ନି ଦେବତା ଭାବରେ ପରିଗଣିତ ହୋଇଥାନ୍ତି। ନିଆଁକୁ ସାକ୍ଷୀ ରଖି ଅନେକ କାର୍ଯ୍ୟ କରାଯାଇଥାଏ। ଏଣୁ ଏହାକୁ ପାଦ ଲଗାଇବା/ଗୋଇଠା ମାରିବା ଉଚିତ ନୁହେଁ।

ଗୁରୁ, ବ୍ରାହ୍ମଣ ଏବଂ ବୃଦ୍ଧ ଆମର ଉପାସକ। ତେଣୁ ଆମେ ସେମାନଙ୍କ ଦେହରେ କେବେ ବି ପାଦ ବଜାଇବା/ଗୋଇଠା ମାରିବା ଉଚିତ ନୁହେଁ। କନ୍ୟା ଓ ଶିଶୁ ଛୋଟ ହୋଇଥିଲେ ହେଁ ସେମାନଙ୍କୁ ସ୍ନେହ କରନ୍ତୁ। ସେହିଭଳି ଗାଈ ଦେହରେ ଗୋଡ ବାଜିବାକୁ ପାପ ବୋଲି କୁହାଯାଏ। କାରଣ ତା ଦେହରେ ଦେବତାମାନେ ବାସ କରନ୍ତି ବୋଲି କୁହାଯାଏ। ଏମିତିରେ ଯେଉଁ ମନୁଷ୍ୟ ଗାଈକୁ ଗୋଇଠା ମାରେ ସେ ବିପଦରେ ପଡେ ବୋଲି ଚାଣକ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri