‘ଏସ୍‌’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି ଶୁଣାଯାଏ, କିନ୍ତୁ କିଛି ଅକ୍ଷର ଏପରି ଥାଏ ଯାହା ବହୁତ କମ ଶୁଣାଯାଏ। ଯଦି ଆପଣଙ୍କ ଚାରିପାଖରେ ନଚେତ ଜୀବନସାଥୀ ଏସ୍‌(S) ଅକ୍ଷର ଥିବା ଅଧିକ ଲୋକ ଅଛନ୍ତି, ତେବେ ଏହି ଲୋକମାନେ କିପରି ତାହା ଜାଣି ନିଅନ୍ତୁ?

-ଏସ୍‌ ଅକ୍ଷର ଥିବା ଲୋକମାନଙ୍କୁ ୧ ଅଙ୍କ ଭାବରେ ଗଣନା କରାଯାଏ। ଯେଉଁମାନଙ୍କର ନାମ ଏସ୍‌ ଅକ୍ଷରରୁ ଆରମ୍ଭ ହୁଏ, ସେମାନେ ଜନ୍ମରୁ ନେତା ହୋଇଥାନ୍ତି। ସେମାନେ ଯାହା ବି କାମ କରନ୍ତି ସେଥିରେ ସଫଳତା ପାଆନ୍ତି।

-ଯାହାଙ୍କ ନାମ ଏସ୍‌ ନାମରୁ ଆରମ୍ଭ ହୁଏ, ସେମାନେ ବିଶ୍ୱସ୍ତ ଥାନ୍ତି। ରୋମାଣ୍ଟିକ ହେବା ସହିତ ତାଙ୍କର ଆଚରଣ ଅତ୍ୟନ୍ତ ସ୍ବାଭାବିକ ହୋଇଥାନ୍ତି। ସେ ସର୍ବଦା ନିଜର ହୃଦୟ କଥା ମୁହଁରେ ରଖିଥାନ୍ତି।

-ସେମାନେ ଅଧିକ ଦାମୀ ଉପହାର ଦେବାକୁ ପସନ୍ଦ କରନ୍ତି ନାହିଁ। ସେ ନିଜ ପ୍ରେମ ଏବଂ ଆଚରଣ ଦ୍ୱାରା ଲୋକଙ୍କ ହୃଦୟ ଜିତନ୍ତି। ସେମାନେ ନିଜ କାମରେ ଲୋକମାନଙ୍କୁ ଜବାବ ଦେବା ପସନ୍ଦ କରନ୍ତି।

-ସେ ନିଜ ସମ୍ପର୍କକୁ ଶେଷ ପର୍ଯ୍ୟନ୍ତ ବାନ୍ଧି ହୋଇ ରହିଥାନ୍ତି। ଉଭୟ ସୁଖ ଏବଂ ଦୁଃଖରେ ସେମାନେ ସାଙ୍ଗରେ ରହିଥାନ୍ତି। ସେମାନେ ଭିତରୁ ଏବଂ ବାହାରୁ ବହୁତ ଆକର୍ଷଣୀୟ ହୋଇଥାନ୍ତି। ନିଜ ଭାବନାକୁ ସେମାନେ ଖୋଲାଖୋଲି ଭାବେ କହିପାରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri