ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି ମୂର୍ତ୍ତିର ଆଉ କ’ଣ ସବୁ ଫାଇଦା ରହିଛି ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ବାସ୍ତୁଶାସ୍ତ୍ରରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଐଶ୍ୱର୍ଯ୍ୟର ପ୍ରତୀକ ବୋଲି ବିବେଚନା କରାଯାଇଥାଏ। କୁହାଯାଏ, ଏହି ମୂର୍ତ୍ତିକୁ ଘରେ ରଖିଲେ ଗୃହରେ ଉନ୍ନତି ହେବା ସହ ପରିବାରରେ ଶାନ୍ତି ବଜାୟ ରହିଥାଏ।

*ବାସ୍ତବରେ ହସୁଥିବା ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତି ନିଜର ଏହି ହାସ୍ୟପୂର୍ଣ୍ଣ ରୂପ ପାଇଁ ଗୃହରେ ଖୁସିର ବାତାବରଣ ଉତ୍ପନ କରାଇବାରେ ବେଶ୍‌ ସହାୟକ ହୋଇଥାଏ। କାରଣ କୌଣସି ହସୁଥିବା ଲୋକର ମୁହଁକୁ ଦେଖିଲେ ଯେମିତି ଆପଣାଛାଏଁ ଆମ ମୁହଁରେ ହସ ଫୁଟିଆସେ, ଠିକ୍‌ ସେମିତି ଏହି ହସୁଥିବା ମୂର୍ତ୍ତିକୁ ଦେଖିଲେ ସ୍ବତଃ ମୁହଁରେ ହସ ଆସିଗଲା ଭଳି ଅନୁଭବ ହୁଏ।

*ଖାସ୍‌ ସେଥିପାଇଁ ଏହି ମୂର୍ତ୍ତିକୁ ଘରର ମୁଖ୍ୟ ଦ୍ୱାରର ସାମ୍ନାରେ ରଖିବାକୁ କୁହାଯାଇଥାଏ। ଫଳରେ ଘରକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତି ଏହି ମୂର୍ତ୍ତିକୁ ଦେଖି ଖୁସି ମନରେ ଘରକୁ ପ୍ରବେଶ କରିବେ। ଯାହାର ପ୍ରଭାବରେ ଘରର ସଦସ୍ୟ ପ୍ରସନ୍ନଚିତ୍ତ ରହିବା ସହ ଘରେ ସ୍ବତଃ ଆର୍ଥିକ ଉନ୍ନତିର ବାଟ ଖୋଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri