ରିଲିଜ୍‌ ପୂର୍ବରୁ ବିକ୍ରି ହେଲା ୯୦ ପ୍ରତିଶତ ଟିକେଟ୍‌

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡାଙ୍କ ଫିଲ୍ମ‘ଲିଗର’ଆସନ୍ତା ୨୫ରେ ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ଦେଖିବା ପାଇଁ ଉତ୍ସାହିତ ସହିତ ଅପେକ୍ଷା କରିଛନ୍ତି ଦର୍ଶକ। ତେଲୁଗୁ ଏବଂ ହିନ୍ଦୀରେ ଏକକାଳୀନ ଫିଲ୍ମଟି ରିଲିଜ୍‌ ହେବ। ପୂର୍ବରୁ ଏହାର ଟ୍ରେଲର ରିଲିଜ୍‌ ହେବା ପରେ ଦର୍ଶକ ଖୁବ୍‌ ପସନ୍ଦ ମଧ୍ୟ କରିଛନ୍ତି। ହେଲେ ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଆଡଭାନ୍ସ ଟିକେଟ୍‌ ବୁକିଂ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ଆଡଭାନ୍ସ ବୁକିଂ ମାଧ୍ୟମରେ ତେଲୁଗୁରେ ୧.୭୦ କୋଟି ଟଙ୍କା ଆୟ କରିଥିବା ଜଣାଯାଇଛି। ସେହିପରି ହାଇଦ୍ରାବାଦରେ ୧୫ ପ୍ରତିଶତ ସିନେମା ହଲ୍‌ ହାଉସ୍‌ ଫୁଲ୍‌ ରହିଛି। ତେବେ ଏ ପର୍ଯ୍ୟନ୍ତ ୯୦ ହଜାର ଟିକେଟ୍‌ ବିକ୍ରି ହୋଇସାରିଥିବା ଜଣାପଡିଛି। କୁହାଯାଉଛି କି, ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନୁସରତ ଶେୟାର କଲେ ଫଟୋ, ପ୍ରଶଂସକଙ୍କ ନଜର ହଟୁନି

ମୁମ୍ବାଇ: ଟିଏମ୍‌ସି ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ଗୋଟିଏ ପରେ ଗୋଟିଏ ଫଟୋ ଶେୟାର କରି ଦର୍ଶକଙ୍କ...

ଶ୍ରୀୟାଙ୍କ ଦେଶୀ ଲୁକ୍‌

ମୁମ୍ବାଇ: ଫିଲ୍ମ ଆରଆର୍‌ଆର୍‌ରେ ଅଜୟ ଦେବଗନଙ୍କ ସ୍ତ୍ରୀ ଭୂମିକାରେ ଅଭିନୟ କରିଥିବା ଶ୍ରୀୟା ଶରଣ ଏବେ କାମକୁ ଫେରିଛନ୍ତି। ଏବେ ସେ ଅପ୍‌କମିଂ ଫିଲ୍ମର ଶୁଟିଂ...

ହନିମୁନ ପାଇଁ ଦୁବାଇରେ ପହଞ୍ଚିଲେ ନେହା: ଭାଇରାଲ ହେଲା ହୋଟେଲର ଭିଡିଓ

ଅକ୍ଟୋବର ୨୪ରେ ଦିଲ୍ଲୀରେ ବଲିଉଡ ପ୍ରସିଦ୍ଧ ସିଙ୍ଗର ନେହା କକ୍କର ଓ ରୋହନପ୍ରୀତ ସିଂହ ବିବାହ କରିଥିଲେ। ବିବାହ ପରେ ନେହା ତାଙ୍କ ଫ୍ୟାନ ମାନଙ୍କ...

ଗାୟିକା ଅଭିନେତ୍ରୀ ଚିନୁ

ପିଲାଟିବେଳୁ ଗୀତ ଗାଉଥିଲେ ଚିନୁ ଓରଫ୍‌ ହେନାରାଣୀ ଦାସ। କଟକ ଜଲା ବହୁଗ୍ରାମର ବିନୋଦ ଦାସ ଓ ଅବନୀ ଦାସଙ୍କ ଏହି ଝିଅ ଯେ ଦିନେ...

ଗ୍ଲୋବାଲ ଏସୀୟ ସେଲିବ୍ରିଟି ତାଲିକାରେ ସୋନୁ ସୁଦ୍‌ ନଂ୧

ବଲିଉଡ ଅଭିନେତା ସୋନୁ ସୁଦଙ୍କ ନାମ ଏବେ ସବୁଠି ଚର୍ଚ୍ଚା। ଲକଡାଉନ ସମୟରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେ ଯେଉଁଭଳି ଭାବରେ ହାତ ବଢ଼ାଉଛନ୍ତି,...

ହେମାମାଳିନୀଙ୍କ ସହ ତୁଳନା ହେବାକୁ ପସନ୍ଦ କରନ୍ତି ନାହିଁ କିଆରା, କହିଲେ…

ଅଭିନେତ୍ରୀ କିଆରା ଆଡଭାନୀ ବଲିଉଡର ସବୁଠାରୁ ସୁନ୍ଦର ଏବଂ ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ । ପ୍ରଶଂସକମାନେ ତାଙ୍କ ସୌନ୍ଦର୍ଯ୍ୟକୁ ନେଇ ପାଗଳ। ତାଙ୍କ ପ୍ରଶଂସକମାନେ...

ଗର୍ଭବତୀ ଆଲିଆଙ୍କ ଇଚ୍ଛା ପୂରଣ କଲେ ଶିଳ୍ପା

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମଟି ମଧ୍ୟ ଏକ...

କର୍ମୀଙ୍କ ପାଇଁ ଫିଲ୍ମ ହଲ୍‌ ବୁକ୍‌ କରାଇଲେ ଅଖିଲେଶ

ଲକ୍ଷ୍ନୌ,୧୦।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଛଫାକ୍‌’ ଶୁକ୍ରବାର ବଡ଼ ପରାଦାରେ ରିଲିଜ୍‌ ହୋଇଛି। ଜେଏନ୍‌ୟୁ ଛାତ୍ରଙ୍କୁ ଦୀପିକା...

Advertisement
Archives

Model This Week