ବଙ୍ଗୋପସାଗରରେ ଲଘୁଚାପ: ୪ ଦିନ ବର୍ଷିବ

ଭୁବନେଶ୍ବର,୨୮।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଆଦି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଭାରତୀୟ ପାଣିପାଗ ବିଭାଗ ରିପୋର୍ଟ ମୁତାବକ, ଲଘୁଚାପ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏହା ଆସନ୍ତା ୪ରୁ ୫ ଦିନରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଫଳରେ ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ରାଜସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri