ଲଘୁଚାପ ସକ୍ରିୟ: କାଲି ନେବ ଅବପାତ ରୂପ, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାରୁ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଏହା ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡ଼ିଶା ଉପକୂଳରେ ଏହା ପହଞ୍ଚିବାର ସମ୍ଭାବନା ରହିଛି। ୩ ତାରିଖ ସନ୍ଧ୍ୟାରୁ ରାଜ୍ୟର ୪ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗଞ୍ଜାମ, ଗଜପତି,ପୁରୀ ଏବଂ ଜଗତସିଂହପୁର ଜିଲାରେ ସର୍ବାଧିକ ବର୍ଷା ହେବ। ଫଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ସତର୍କ କରାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri