ବିଲକୁ ପାଣି ମଡାଇବାକୁ ଯାଇଥିଲେ ମାରିଲା ଘଡଘଡି

କଲ୍ୟାଣସିଂହପୁର ୨୦।୧୦(ଦୀପକ କୁମାର ପରଡ଼ା): ବଜ୍ରପାତରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣକ ହେଲେ ସାନତଡ୍ରା ଗାଁର କୃଷ୍ଣ ନାଚିକାଙ୍କ ପୁଅ ବଗି ନାଚିକା। ଗାଁଠାରୁ ପ୍ରାୟ ୬ଶହ ମିଟର ଦୂରରେ ଥିବା କେନ୍ଦୁଗୁଡା ଗାଁ ପାର୍ଶ୍ୱ ଚାଷ ଜମିରେ ପାଣି ମଡ଼ାଇବା ସମୟରେ ବଜ୍ରପାତ ମାରିଥିଲା। ଦିନ ଦୁଇପହର ସମୟରେ ହଟାତ ଘଡଘଡି ସହ ବର୍ଷା ଆରମ୍ଭ ହୋଇଥିଲା। ସେହି ସମୟରେ ଏହି ଦୁର୍ଭାଗ୍ୟଜନକ ଘଟଣା ଘଟିଛି ବୋଲି ଗ୍ରାମର ସଞ୍ଜୁ ତିଆକା କହିଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇ କଲ୍ୟାଣସିଂହପୁର ଥାନା ଅଧିକାରୀ ନୀଳକଣ୍ଠ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri