Posted inଖେଳ

ଚାଲୁଥିଲା ମ୍ୟାଚ, ଖେଳାଳିଙ୍କୁ ମାରିଲା ବିଜୁଳି, ଆଉ ତା’ପରେ…ଦେଖନ୍ତୁ ହୃଦୟ ବିଦାରକ ଭିଡିଓ

ଜାକର୍ତ୍ତା,୧୩।୨: ଇଣ୍ଡୋନେସିଆରୁ ଏକ ହୃଦୟ ବିଦାରକ ଖବର ଆସିଛି । ଏକ ଲାଇଭ ମ୍ୟାଚ ସମୟରେ ବଜ୍ରପାତରେ ଖେଳାଳିଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଇଣ୍ଡୋନେସିଆରେ ଏକ ଫ୍ରେଣ୍ଡଲି ଫୁଟବଲ ମ୍ୟାଚ ସମୟରେ ଶନିବାର ଏହି ଘଟଣା ଘଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଆପଣ ଦେଖିପାରିବେ ଯେ ଖରାପ ପାଗରେ ମ୍ୟାଚ ଖେଳାଯାଉଛି ଏବଂ ସମସ୍ତ ଖେଳାଳି ଖେଳ ପ୍ରତି ଧ୍ୟାନ ଦେଉଛନ୍ତି । ଏହି ସମୟ ମଧ୍ୟରେ ଜଣେ ଖେଳାଳିଙ୍କୁ ବିଜୁଳି ମାରିଛି। ଆଉ ସେ ତଳେ ପଡ଼ିଯାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ତାଏକୋଣ୍ଡୋ ପ୍ରତିଯୋଗିତା: ଚମକିଲେ କଳାହାଣ୍ଡିର ପ୍ରତିଯୋଗୀ

ଭବାନୀପାଟଣା,୧୦।୧(ଉତ୍ତମ କୁମାର ଦାଶ): ଗୁଜୁରାଟର ଅହମଦାବାଦ କୋବାସ୍ଥିତ ପ୍ରେକ୍ଷାଧ୍ୟାନ ଏକାଡେମୀରେ ଡିସେମ୍ବର ଶେଷରେ ୪୦ତମ ଜାତୀୟ ଆଇଟିଏଫ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୁଜରାଟ ତାଏକୋଣ୍ଡୋ...

ଶୀତରୁ ନିସ୍ତାର ନାହିଁ: ଏହି ସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୦।୧: ଶୀତରୁ ନିସ୍ତାର ନାହିଁ। ଏଭଳି ସ୍ଥିତିରେ ଶୀତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣି ପାଗ ବିଭାଗ। ରାଜ୍ୟର ୬ ଜିଲାକୁ ୟେଲୋ...

ଦାବି ଶୁଣି ଆକ୍ସନ ମୋଡରେ ଜିଲାପାଳ: ବଦଳିଲେ ଏବିଡିଓ

ପୁରୁଷୋତ୍ତମପୁର,୧୦।୧ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏବିଡିଓ ନିରାକାର ଯେନାଙ୍କ ବିରୋଧରେ ଦୀର୍ଘ ଦିନଧରି ଲାଗିରହିଥିବା ଜନ ଅସନ୍ତୋଷ ଓ ଅଭିଯୋଗ ପରେ ଶେଷରେ...

ବ୍ଲକ ମୁଖ୍ୟାଳୟରେ ଜିଓ ନେଟୱର୍କ ଶୂନ୍ୟ: ଅପହଞ୍ଚ ଡିଜିଟାଲ ସେବା, ହନ୍ତସନ୍ତ ହେଉଛନ୍ତି ହଜାର ହଜାର…

ଥୁଆମୂଳରାମପୁର,୧୦।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ନେଟ୍‌ୱର୍କ ସେବାର ଏକ ବିଚିତ୍ର ଚିତ୍ର ଦେଖିବାକୁ ମିଳିଛି। ବ୍ଲକର ପ୍ରାୟ ସମସ୍ତ ଗ୍ରାମ ପଞ୍ଚାୟତରେ...

ସବୁ ଛଡାଇ ନେଲେ ମମତା! I-PAC ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ED

କୋଲକାତା,୧୦।୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶନିବାର (ଜାନୁଆରୀ ୧୦, ୨୦୨୬) I-PAC ମାମଲାରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରିଛି। ସୁପ୍ରିମକୋର୍ଟରେ ଦାୟର ଆବେଦନରେ, ED...

 ସ୍ବାସ୍ଥ୍ୟକେନ୍ଦ୍ରରେ ଫଟୋ ଉଠାଉଥିବା ବେଳେ ରାଗିଗଲେ ଏଏନ୍‌ଏମ୍‌: ଖବରଦାତାଙ୍କୁ  ନାଲିଆଖି ଦେଖାଇ…

ପୁରୁଷୋତ୍ତମପୁର,୧୦।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି l ଖବର ସଂଗ୍ରହ କରିବାକୁ ଯାଇଥିବା କିଛି ଖବରଦାତାଙ୍କୁ...

ଘୁମୁସର ବନଖଣ୍ଡରେ ବଢୁଛି ମଣିଷ ହାତୀ ଲଢେଇ: ଶିକାରୀ ସହ ୨ ବନ୍ଧୁକ ଜବତ

ଭଞ୍ଜନଗର,୧୦।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛିମାସ ହେବ ମଣିଷ ହାତୀ ଲଢ଼େଇ ବଢୁଛି। କେଉଁଠି ଫସଲ ପାଇଁ ଏହି...

ଏହି ୪ରାଶିର ଝିଅଙ୍କ ଖୋଲିଲା ଭାଗ୍ୟ, ଶନିଙ୍କ କୃପାରେ ମିଳିବ ମନ ମୁତାବକ ଜିନିଷ!

ନୂତନ ବର୍ଷ 2026 ଆରମ୍ଭ ହୋଇଛି। ସମସ୍ତେ ଭାବୁଛନ୍ତି ଯେ ସେମାନଙ୍କର ବର୍ଷ କିପରି ହେବ। ପ୍ରସିଦ୍ଧ ଜ୍ୟୋତିଷ ଡକ୍ଟର ବାସବରାଜ ଗୁରୁଜୀ ଭବିଷ୍ୟବାଣୀ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri