ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର

ଦେବଗଡ଼,୧୯।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଛି। ଅନ୍ୟପକ୍ଷେ ବଜ୍ରପାତ ଯୋଗୁ ବିଦ୍ୟାଳୟର ଛାତ ଫାଟି ଯିବା ସହ ବିଦ୍ୟୁତ୍‌ ଉପକରଣ ପୋଡି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri