ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର

ଦେବଗଡ଼,୧୯।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଛି। ଅନ୍ୟପକ୍ଷେ ବଜ୍ରପାତ ଯୋଗୁ ବିଦ୍ୟାଳୟର ଛାତ ଫାଟି ଯିବା ସହ ବିଦ୍ୟୁତ୍‌ ଉପକରଣ ପୋଡି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ବସ୍‌’ ସେବାକୁ ଜାତିସଂଘ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳରେ ସାଧାରଣ ଯାତ୍ରୀଙ୍କୁ ସେବା ଯୋଗାଇ ଆସୁଥିବା ‘ମୋ ବସ୍‌’କୁ ବୁଧବାର ସମ୍ମାନଜନକ ଜାତିସଂଘ ପୁରସ୍କାର ମିଳିଛି। କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ...

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ...

ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ପାଠ ପଢ଼ାଯାଉଛି।...

ଲୁଟିନେଲେ ୨୯ ଟନ୍‌ ଲୁହାଛଡ଼

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ନଂ. ଜାତୀୟ ରାଜପଥର ପରମହଂସପୁର ଛକ ନିକଟରୁ ଗୁରୁବାର ଅପରାହ୍ନରେ ବଡ଼ଧରଣର ଲୁଟ୍‌ ହୋଇଛି। ବୋଲେରୋରେ ଆସିଥିବା...

ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍‌ଓୟୁ...

ଗରିବ, ଅସହାୟଙ୍କୁ ସହାୟତା କଲା ପୁରାତନ ଛାତ୍ର ସଙ୍ଗଠନ

କୋଣାର୍କ,୨୪ା୪(ଡି.ଏନ.ଏ): କୋଣାର୍କ ଥାନା ଅଧୀନ ଜୁଣେଇଁ, ଗାଗପୁର, ମାଟିଆପଡ଼ା ଗ୍ରାମରେ ଶୁକ୍ରବାର କୋଣାର୍କ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ସଙ୍ଗଠନ ଏବଂ ଶିକ୍ଷକମାନଙ୍କ ପକ୍ଷରୁ ଶୁଖିଲା...

ବାଇକ-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଦମ୍ପତିଙ୍କ ଜୀବନ

ଦାରିଙ୍ଗବାଡି,୫।୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଠାରେ ଏକ ବାଇକ ସହ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଦମ୍ପତିଙ୍କ ମୃତ୍ୟୁ ଘଟିଛି।...

ଇଞ୍ଜିନରେ ତ୍ରୁଟି, ୫ ଘଣ୍ଟା ଅଟକିଲା ତପସ୍ବିନୀ: ପାଣି ନ ପାଇ ଯାତ୍ରୀ ହନ୍ତସନ୍ତ

ବଇଣ୍ଡା,୫।୧(ଡି.ଏନ.ଏ.) – ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ ନଂ.୧୮୪୫୨ ଇଞ୍ଜିନରେ ତ୍ରୁଟି ଯୋଗୁ ଶନିବାର ଅନୁଗୋଳ ଓ ବାମୁର ଷ୍ଟେଶନରେ ଦୀର୍ଘ ୫ ଘଣ୍ଟା ଅଟକି ରହିଥିଲା।...

Advertisement
Archives

Model This Week