ବଜ୍ରକାପ୍ତା ଉଦ୍ଧାର: ୮ଗିରଫ

ବାରିପଦା,୨।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏହି ଘଟଣାରେ
ରାଇରଙ୍ଗପୁର ନିକଟରୁ ୮ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି । ଏ ନେଇ
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପନିର୍ଦ୍ଦେଶକ ସମ୍ରାଟ ଗୌଡା ସୂଚନା ଦେଇଛନ୍ତି । ବଜ୍ରକାପ୍ତା ବିକ୍ରି ମୂଲଚାଲ ସମୟରେ ବନବିଭାଗ ସୂଚନା ପାଇ ଯୋଜନାବଦ୍ଧ ଭାବେ ଚଢ଼ାଉ କରି ଏହି ସଫଳତା ପାଇଛି । ଏହି ବଜ୍ରକାପ୍ତାଟି ଇଣ୍ଡିଆନ ପାଙ୍ଗୋଲିନ । ଏହା ବିଶ୍ବରେ ସର୍ବାଧିକ ବେପାର ହୋଇଥିବା ସ୍ତନ୍ୟପାୟୀ ପ୍ରାଣୀ ବୋଲି ବିଶ୍ୱାସ କରାଯାଏ। ତେବେ ଏଭଳି ପ୍ରଜାତିର ଜୀବଜନ୍ତୁକୁ ଶିକାର କରାଯାଇ ବାହାରକୁ ଚାଲାଣ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?