ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ସଂଗୀତା ଯାନୀ (୧୫), ପୂର୍ଣ୍ଣବାସୀ ଯାନୀ (୨୦), ସୁମିତ୍ରା ଯାନୀ (୫୦), ଗିରିଧାର ଯାନୀ ( ୭), ରୀତିକା ରାଣୀ ଯାନୀ (୪)। ସଙ୍ଗୀତାଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତେ ଘର ଭିତରେ ଥିବା ସମୟରେ ଘର ପାଖରେ ଥିବା ଏକ ନଡ଼ିଆ ଗଛକୁ ପ୍ରଥମେ ବଜ୍ରପାତ ଘଟିଥିଲା। ଫଳରେ ଉପରୋକ୍ତ ୫ ଜଣଙ୍କୁ ଆହତ ହୋଇଥିଲେ। ଗ୍ରାମର ଈଶ୍ୱର ଚନ୍ଦ୍ର ବଡମୁଣ୍ଡି ତୁରନ୍ତ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ପରେ ଅଟୋ ଯୋଗେ ଆହତମାନଙ୍କୁ ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଅଣାଯାଇଥିଲା।c
Posted inHome Left, ଆମ ଜିଲା ଖବର View All
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

