ବଜ୍ରପାତ ନେଲା ୭ ଜୀବନ

ନବରଙ୍ଗପୁର,୧୩।୬(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ମୁଣ୍ଡିବେଡା ପଞ୍ଚାୟତରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ପାତ୍ରୀମାଲ ଠାରେ ବଜ୍ରାଘାତ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଅପରାହ୍ନରେ ଜିଲାରେ ବର୍ଷା ହୋଇଥିଲା । ଏହି ସମୟରେ ବଜ୍ରପାତ ହୋଇ ଏଭଳି ଅଭାବନୀୟ ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri