ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ ମୃତ୍ୟୁ ଘଟିଛି। ଗାଁ ଲୋକଙ୍କ କହିବା ମୁତାବକ, ଏକ ମହୁଳ ଗଛ ମୂଳରେ ଗାଈ ପଲ ଶୋଇଥିବା ବେଳେ ବଜ୍ରପାତ ହୋଇଥିଲା। ଏନେଇ ଗ୍ରାମବାସୀ ପୋଲିସକୁ ଜଣାଇଛନ୍ତି।
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ ମୃତ୍ୟୁ ଘଟିଛି। ଗାଁ ଲୋକଙ୍କ କହିବା ମୁତାବକ, ଏକ ମହୁଳ ଗଛ ମୂଳରେ ଗାଈ ପଲ ଶୋଇଥିବା ବେଳେ ବଜ୍ରପାତ ହୋଇଥିଲା। ଏନେଇ ଗ୍ରାମବାସୀ ପୋଲିସକୁ ଜଣାଇଛନ୍ତି।
ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…
ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…
କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…
ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…
ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…
ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…
ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…
ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…