ଗାଈ ଚରାଉଥିବା ସମୟରେ ବଜ୍ରପାତ, ଚାଲିଗଲା କୃଷକଙ୍କ ଜୀବନ

ସିଂହପୁର,୨୫ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀ ପଞ୍ଚାୟତ ନାଉବାଙ୍କ ଗ୍ରାମର ଅଭିରାମ ସେଠୀ (୪୦) ଶନିବାର ଅପରାହ୍ନରେ ବିଲରେ ଗାଈ ଚରାଉଥିବା ସମୟରେ ବଜ୍ରପାତରେ ମୃତ୍ୟୁ ହୋଇଛି। ତାଙ୍କର ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତଦେହ ଯାଜପୁର ଜିଲା ଚିକିତ୍ସାଳୟ ନେବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ। ସେ ଜଣେ ଗରିବ ଦିନ ମଜୁରିଆ ଲୋକ। ଘରେ ସ୍ତ୍ରୀ ଓ ଚାରିଝିଅ। ସେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାରୁ ଏବେ ପରିବାର ଭରଣପୋଷଣ ପାଇଁ ଜରୀ ସରପଞ୍ଚ ନନ୍ଦକିଶୋର ମଲିକ, ପ୍ରଦ୍ୟୁମ୍ନ ପାତ୍ର, ସନ୍ଧ୍ୟାରାଣୀ ପାତ୍ର, ମନୋଜ ସାମଲ, ଉମେଶ ଦାସ, ପ୍ରସନ୍ନ ନାୟକ, ପ୍ରଭାସ ନାୟକ, ସୁଶାନ୍ତ ଧଳ ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିବା ସହ ଅଭିରାମଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍‌ ଫେରାଇ ଥିବା ତାପସଙ୍କୁ ପୁରସ୍କାର ଦେଲେ ଏସ୍‌ପି

ସମ୍ବଲପୁର,୧୯।୪(ବ୍ୟୁରୋ): ୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍‌ ପାଇ ଫେରାଇ ଦେଲେ ବ୍ୟକ୍ତି। ଏଭଳି ମାନବିକତା ଦେଖିବାକୁ ମିଳିଥିଲା ସମ୍ବଲପୁର ଏସଆରଆଇଟି କଲୋନୀରେ। ସମ୍ବଲପୁର...

ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ

ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ...

ଓଭରବ୍ରିଜ୍‌ ନିର୍ମାଣ ବିଳମ୍ବ ନେଇ ଅସନ୍ତୋଷ

ନିରାକାରପୁର,୧୬।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ନୂଆ ଜଗନ୍ନାଥ ସଡ଼କ ଉପରେ ଏକ ଓଭରବ୍ରିଜ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପୂର୍ତ୍ତ ବିଭାଗ ଓ...

ପ୍ରେମିକଙ୍କ ନିର୍ଯାତନାରୁ ଅଧ୍ୟାପିକାଙ୍କ ଆତ୍ମହତ୍ୟା

ସମ୍ବଲପୁର,୨୮ା୯(ବ୍ୟୁରୋ): ପ୍ରେମିକ ଓ ତାଙ୍କ ପରିବାର ମାନସିକ ନିର୍ଯାତନା ଦେବା ସହ ବିବାହ ପ୍ରସ୍ତାବକୁ ଅଗ୍ରାହ୍ୟ କରିବାରୁ ସମ୍ବଲପୁର ସଦର ଥାନା ରାଶନପୁର ତୁରିପଡାର ଅଧ୍ୟାପିକା...

ଘରେ ପଶିଲା ବର୍ଷାପାଣି, ତଳିଆ ଅଞ୍ଚଳ ଜଳମଗ୍ନ

ପୁରୀ ଅଫିସ, ୨୪ା୧୦:ଲଘୁଚାପଜନିତ ଲଗାଣ ବର୍ଷାରେ ପୁରୀ ଅବସ୍ଥା ସଙ୍ଗିନ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଥିବାବେଳେ ବଡ଼ଦାଣ୍ଡ ସମେତ ଅନେକ ସାହିଗଳି ରାସ୍ତାରେ...

ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ...

ଚଳନ୍ତା ଗାଡ଼ିରୁ ଖସିପଡ଼ି ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବ୍ରଜରାଜନଗର,୪ା୧୨(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବ୍ରଜରଜନଗର ଥାନା ଅଧୀନ ଲାଜକୁରା ଖୋଲାମୁଁହ ଖଣିରେ କାର୍ଯ୍ୟ କରୁଥିବା ଜଣେ ଡମ୍ପର ଡ୍ରାଇଭରଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ...

ବାପାଙ୍କୁ ବଞ୍ଚାଇବାକୁ ଯାଇ ଭାସିଗଲେ ପୁଅ

ରାୟଗଡ଼ା ଅଫିସ, ୧୭।୧୦: ପରିବାର ଓ ସମ୍ପର୍କୀୟଙ୍କ ସହ ଗଜପତି ଜିଲା ପାରଳାଖେମୁଣ୍ଡିରୁ ରାୟଗଡ଼ା ବୁଲିବାକୁ ଆସିଥିଲେ। ସେଠାରେ ମା’ ମଝି ଘରିଆଣୀଙ୍କ ଦର୍ଶନ କରି...

Advertisement
Archives

Model This Week