ଦ୍ୱାରକାଧୀଶ ମନ୍ଦିର ଧ୍ୱଜା ଉପରେ ବଜ୍ରପାତ…

ଅହମଦାବାଦ,୧୪।୭: ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରକାଧୀଶ ମନ୍ଦିରର ଧ୍ୱଜା ଉପରେ ବଜ୍ରପାତ ହୋଇଛି। ମଙ୍ଗଳବାର ପ୍ରଚଣ୍ଡ ବଜ୍ରପାତ ଯୋଗୁ ଏଭଳି ଘଟିଛି। ଅପରାହ୍ନ ୨ଟା ୩୦ରେ ହୋଇଥିବା ବଜ୍ରପାତରେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ମନ୍ଦିରର ୫୨ ଗଜ ଲମ୍ବ ଧ୍ୱଜାକୁ ଏହାଦ୍ୱାରା କ୍ଷତି ପହଞ୍ଚିଥିବା ସମ୍ପର୍କର ଜିଲାପାଳ ଏନ୍‌.ଡି. ଭଟ୍ଟାରିୟା କହିଛନ୍ତି। ବଜ୍ରପାତ ହୋଇଥିବା ସମ୍ପର୍କରେ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସୂଚନା ଦିଆଯାଇଛି। ଏହାଯୋଗୁ ମନ୍ଦିରର ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଶାହାଙ୍କୁୁ ଜଣାଇ ଦିଆଯାଇଛି। ଏହାର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ୧୧ ସେକେଣ୍ଡର ଭିଡ଼ିଓକୁ ପ୍ରିୟା ପାଣ୍ଡେ ନାମକ ଜଣେ ୟୁଜରଙ୍କ ଟୁଇଟର ହ୍ୟାଣ୍ଡେଲରୁ ଅପଲୋଡ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀକୁ ପ୍ରେମିକ ସହ ବିବାହ କରାଇଲେ ସ୍ୱାମୀ, ଲୋକେ କହିଲେ ୫ଟା ଛୁଆ ପରେ…

ଉତ୍ତରପ୍ରଦେଶ,୬।୮ : ପ୍ରେମ ଦୁଇଟି ହୃଦୟର ମିଳନ ନୁହେଁ, ଏହା ବିଶ୍ୱାସ, ସମ୍ମାନ ଓ ତ୍ୟାଗର ଏକ ସୁନ୍ଦର ଅନୁଭୂତି । ପ୍ରେମରେ ଶବ୍ଦଠାରୁ ଅଧିକ ମୂଲ୍ୟବାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri