ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର ଈଶ୍ୱର ଚନ୍ଦ୍ର ବାରିକ ଓ ଚନ୍ଦ୍ରଶେଖର ମହାନ୍ତ। ଏହା ଜାଣି ପରିବାରେ ଲୋକେ ତୁରୁମୁଙ୍ଗା ପୋଲିସକୁ ଜଣାଇଥିଲେ। ପୋଲିସ ଉଭୟଙ୍କ ମୃତଦେହ ଜବତ କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୭/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri