ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

କେନ୍ଦୁଝର,୨୧।୫: କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ମା’ ଓ ତାଙ୍କର ୩ ବର୍ଷର ଝିଅ ଏବଂ ସମ୍ପର୍କୀୟ ଭାଉଜଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଯାଯାବର ବୋଲି ଜଣାପଡିଛି।

ଝାଡଖଣ୍ଡ ରାଞ୍ଚି ଅଞ୍ଚଳର ଗୋଟିଏ ପରିବାର ଘଟଗାଁ ଥାନା ଢେଙ୍କିକୋଟ କୁନ୍ଦୁରୁଗୋଡ଼ା ସାହିରେ ଏକ ଗଛ ମୂଳରେ ଟେଣ୍ଟ ବାନ୍ଧି ରହୁଥିଲେ। ସେମାନେ ଗାଁକୁ ଗାଁ ବୁଲି କାମ କରି ଚଳୁଥିଲେ। ଟେଣ୍ଟ ଭିତରେ ମା’ ରାମକେଲି ଭେସଲେ ତାଙ୍କର ୩ ବର୍ଷର ଝିଅ ଅଶ୍ୱିନୀ ଓ ଭାଉଜ ଦିଲରୁଚ୍ଚା ରହିଥିଲେ। ହେଲେ ଅପରାହ୍ନରେ ଗାଁରେ ବର୍ଷା ସାଙ୍ଗକୁ ଘଡ଼ଘଡି ସହ ବଜ୍ରପାତ ଘଟିଥିଲା। ବଜ୍ରପାତରେ ଟେଣ୍ଡରେ ରହିଥିବା ମା’ ଝିଅ ଏବଂ ଭାଉଜଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାହାରକୁ ପରିବାରର ପୁରୁଷ ଲୋକେ ଯାଇଥିବାରୁ ସେମାନେ ବର୍ତ୍ତିଯାଇଛନ୍ତି। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏ ପ୍ରଚାରରେ ଆଜି ଓଡ଼ିଶା ଆସିବେ ରୂପା ଗାଙ୍ଗୁଲି

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ରୂପା ଗାଙ୍ଗୁଲୀ ମଙ୍ଗଳବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ସକାଳ ୧୦ଟାରେ ପହଞ୍ଚି ହେଲିକପ୍ଟର...

ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ...

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୯ କୁ ବୃଦ୍ଧି...

ବିଦ୍ୟାଳୟ ପରିସରରେ ପାଣି: ଗେଟରେ ତାଲା ପକାଇଲେ ଅଭିଭାବକ

ସୋର, ୨୮ା୯(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ବର୍ଷା ଜଳରେ ଉବୁଟୁବୁ ହେଉଛି। ନର୍ଦ୍ଦମା ପାଣି ଶ୍ରେଣୀଗୃହକୁ ପଶିବା ସହ...

ପରୀକ୍ଷା ଖାତା ବୋର୍ଡ ଅଫିସ୍‌ ନ ଯାଇପାରିବା ଘଟଣା: ତଦନ୍ତ କଲେ ଶିକ୍ଷା ବିଭାଗ ଟିମ୍‌

ଉଦଳା, ୮।୩ (ଡି.ଏନ.ଏ.) – ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ଶୁକ୍ରବାର ଥିଲା ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ଇଂରାଜୀ ପରୀକ୍ଷା । ୭୧ ଜଣ ଛାତ୍ରୀ...

ଘରୋଇ କଳହ ବେଳେ ମାରପିଟ୍‌ରୁ ହତ୍ୟାକାଣ୍ଡ: କ୍ରିକେଟ ବ୍ୟାଟ୍‌ ମାଡ଼ରେ ଜୀବନ ଗଲା

ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍‌କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି।...

ଘରୁ ସାଇକେଲ ନେଇ ବାହାରି ଯାଇଥିଲେ ଦାଦା- ପୁତୁରା: ସକାଳୁ ମିଳିଲା ମୃତଦେହ

ରେଢ଼ାଖୋଲ,୧୫।୧୦(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ସହର ଉପକଣ୍ଠସ୍ଥ ଡିମିରିକୁଦା ଗ୍ରାମ ନିକଟରେ ହାତୀ ଦଳିଦେବାରୁ କାକା-ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡିମିରିକୁଦା ଗ୍ରାମର ଦୁଃଶାସନ...

ଜୀବିକା ଛଡ଼ାଇ ନେଇଛି କରୋନା: ସରକାରୀ ସହାୟତା ଦାବି କଲା ବରଗଡ଼ ଫଟୋଗ୍ରାଫର ଆସୋସିଏଶନ

ବରଗଡ଼ ଅଫିସ,୨୭।୫- ଘାତକ କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ସରକାରଙ୍କ ଏହି କଟକଣା ଯୋଗୁ ଫଟୋଗ୍ରାଫରଙ୍କ ଜୀବନ...

Advertisement


Archives

Model This Week