ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା। ଷ୍ଟାଡିୟମର ଚତୁଃପାର୍ଶ୍ୱ ଚକାଚକ ଦେଖା ଯାଉଥିଲା। ବିଦ୍ୟୁତକରଣ ସହ ଆବଶ୍ୟକ ଅନୁସାରେ ଷ୍ଟାଡିୟମର ସମସ୍ତ ସାମଗ୍ରୀ ଲଗାଇ ଯାଇଥିଲା। ଆଜକୁ ପ୍ରାୟ ତିନି ବର୍ଷ ବିତିଗଲାଣି ଉକ୍ତ ଷ୍ଟାଡିୟମର ରକ୍ଷଣାବେକ୍ଷଣ ଅଭାବରୁ ୬୦%ଭାଗ ଲାଇଟ୍‌ ଅଚଳ ହୋଇ ପଡ଼ିଛି। କ୍ରୀଡ଼ା ପ୍ରେମୀମାନେ ବିଭିନ୍ନ ଖେଳ ଖେଳିଲା ବେଳେ ଷ୍ଟାଡିୟମ ଭିତରେ ଅନ୍ଧାର ଦେଖାଯାଉଛି। ଏହି ଇଣ୍ଡୋର ଷ୍ଟାଡିୟମ ଲାଇଟ୍‌ ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ ସୋସିଆଲ ମିଡିଆରେ ଘୂରି ବୁଲୁଥିବା ଦେଖାଯାଉଛି।

ଏ ନେଇ ପିଡବ୍ଲ୍ୟୁଡି ବିଭାଗର ଯନ୍ତ୍ରୀ ବିଷ୍ଣୁ ପ୍ରସାଦ କରଙ୍କୁ ପଚାରିବାରୁ ମୋତେ କେହି ବି ଏହି ବିଷୟ ଅଭିଯୋଗ କରି ନାହାନ୍ତି, ତଥାପି ମୁଁ ତଦନ୍ତ କରି ଯଥାଶୀଘ୍ର ସମାଧାନ କରାଯିବ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri