କିଏ ହ୍ୟୁମାନଙ୍କ ପାଇଁ ଉଠାଇଥିବା ସ୍ବରକୁ ଚାପୁଛି: ସାଂଘାତିକି କଥା କହିଲେ ଲିଜା, ଜୀବନ ପ୍ରତି…

ଭୁବନେଶ୍ୱର,୨୨।୧୧: ହ୍ୟୁମାନ ସାଗରଙ୍କ ସହ କାମ କରୁଥିଲା ଲିଜା ଦାସ ଜୀବନ ପ୍ରତି ବିପଦ ଥିବା କହିଛନ୍ତି। ସେ ଏକ ଭିଡିଓ ଜାରି କରି କହିଛନ୍ତି, ହ୍ୟୁମାନ ଭାଇଙ୍କ ପାଇଁ ଉଠାଇଥିବା ସ୍ବରକୁ ଦବାଇବାକୁ ଚେଷ୍ଟା କରାଯାଉଛି, ସତ୍ୟପାଇଁ ସ୍ବର ଉଠାଇ ଥିଲି ସ୍ବରକ। ଏ ନେଇ କୌଣସି ମିଡିଆ ପର୍ସନ କଲ ନକରିବାକୁ ଅନୁରୋଧ କରିଛନ୍ତି ଲିଜା।
ତେବେ ଏହି ଲିଜା କହିଥିଲେ,  “ହ୍ୟୁମାନଙ୍କ ସହ କଥା କରେଇ ଦେଉନଥିଲେ ଟିମ ମେମ୍ବର । ହ୍ୟୁମାନଙ୍କୁ ସେମାନେ କବଜା କରି ରଖିଥିଲେ। ମା’ଙ୍କୁ ଗାଳିଦେଇଥିବା ପିଲାଙ୍କୁ ଗିରଫ କରିବା କଥା କହିଥିଲେ। ତା ସହ ସେମାନଙ୍କ ଲାଗି ମୋତେ ଅନେକ ପ୍ରୋଗ୍ରାମ କ୍ୟାନସେଲ୍‌ କରିବାକୁ ପଡ଼ିଛି। ମୋତେ ନ ଜଣେଇକି ଟିମ୍‌ରୁ କାଢ଼ି ଦେଇଥିଲେ। ହ୍ୟୁମାନଙ୍କର ଯେତେବେଳେ ପ୍ରୋଗ୍ରାମ ହେବ, ଗ୍ରିନ୍‌ରୁମ୍‌ରେ କାହାକୁ ତାଙ୍କ ସହ କଥା କରିବାକୁ ଦିଆଯାଏନି। ତାଙ୍କୁ ବାଲେଶ୍ୱରିଆ ଟିମ୍‌ କବ୍‌ଜା କରିଥିଲେ। ହ୍ୟୁମାନଙ୍କ ସହ କାହାକୁ କଥା ହେବାକୁ ଦେଉ ନ ଥିଲେ। ହ୍ୟୁମାନ ମୋ ପ୍ରଶଂସା କଲା ପରେ ଚକ୍ରାନ୍ତ କରି ମୋତେ ଟିମ୍‌ରୁ କାଢ଼ିଦେଲେ। ବୋଲି ଏମିତି ବଡ କଥା କହିଥିଲେ ଆଙ୍କର ।

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ ନାଁ ମଧ୍ୟ ନେଇଛନ୍ତି। ଅନ୍ୟପକ୍ଷେ ମ୍ୟାନେଜର ମଧ୍ୟ ତାଙ୍କ ମା’ ଏବଂ ପରିବାରକୁ ହ୍ୟୁମାନଙ୍କ ମୃତ୍ୟୁର କାରଣ କହିଛନ୍ତି। ଏପରି କି ତାଙ୍କ ମା’ଙ୍କୁ ଅସଭ୍ୟ ଭାଷାରେ ଗାଳି ଦେଇଛନ୍ତି । ଯାହାକୁ ନେଇ ଏବେ ପ୍ରାୟ ସମସ୍ତେ ନିନ୍ଦା କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri