Posted inଜାତୀୟ

ଆମେଠି ଭଳି ରାଇବରେଲିରୁ ହଟିବ ଗାନ୍ଧୀ ପରିବାର : ସ୍ମୃତୀ ଇରାନି

ଆମେଠି,୨୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପୂର୍ବତନ ଆମେଠି ଏମ୍‌ପି ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅପଶବ୍ଦ ବ୍ୟବହାର କରିଛନ୍ତି ଅଭିଯୋଗ ଆଣିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତୀ ଇରାନି। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଖରାପ ଭାଷା ବ୍ୟବହାର କରିବା ସହ ପୂରା ଦେଶରେ ମିଛ ପ୍ରଚାର କରୁଛନ୍ତି ରାହୁଲ । ଏଭଳି ଜାରି ରହିଲେ ଗାନ୍ଧୀ ପରିବାର ଆମେଠି ଭଳି ରାଏବରେଲିରୁ ମଧ୍ୟ ହାରିବ ବୋଲି ନିଜ ସଂସଦୀୟ ନିର୍ବାଚନ ମଣ୍ଡଳୀକୁ ୩ ଦିନିଆ ଗସ୍ତରେ ଆସିଥିବା ଇରାନି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଉଲ୍ଲେଖଥାଉ କି, କଂଗ୍ରେସର ଗଡ଼ କୁହାଯାଉଥିବା ଆମେଠି ଲୋକସଭା ଆସନରେ ୨୦୧୯ ନିର୍ବାଚନରେ ରାହୁଲ ଗାନ୍ଧୀଙ୍କୁ ହରାଇଥିଲେ ସ୍ମୃତୀ ଇରାନି। ଉତ୍ତର ପ୍ରଦେଶର ଏହି ଆସନରେ ରାହୁଲ ଗାନ୍ଧୀ ୨୦୦୪ରୁ ଏମ୍‌ପି ଥିଲେ। ଆଉ ରାଇଏରେଲି ଲୋକସଭା ଆସନରୁ ୨୦୦୪ରୁ ଅପରାଜେୟ ଅଛନ୍ତି କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri