ଅନୁଷ୍କାଙ୍କ ଭଳି ନିଜ ପିଲାକୁ ଲାଇମ୍‌ଲାଇଟ୍‌ରୁ ଦୂରରେ ରଖିବେ କି ଆଲିଆ-ରଣବୀର!

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ଖୁବ୍‌ଶୀଘ୍ର ମା’-ବାପା ହେବାକୁ ଯାଉଛନ୍ତି।ତେବେ ନୂଆ ଅତିଥିଙ୍କୁ ନେଇ ଉତ୍ସାହିତ ଅଛନ୍ତି ଦର୍ଶକ। ଅନ୍ୟପକ୍ଷରେ ରଣବୀରଙ୍କ ନୂଆ ଫିଲ୍ମ ‘ଶମଶେରା’କୁ ନେଇ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ଆଲିଆ ମଧ୍ୟ ତାଙ୍କ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି। ହେଲେ ଅନେକ ସମୟରେ ରଣବୀର ତାଙ୍କ ଭବିଷ୍ୟତ ଶିଶୁ ବିଷୟରେ କଥାବାର୍ତ୍ତା ହେଉଥିବାର ଦେଖିବାକୁ ମିଳିଛି ।
ନିକଟରେ ରଣବୀରଙ୍କୁ ଏକ ସାକ୍ଷାତକାର ସମୟରେ ପଚରାଯାଇଥିଲା ଯେ ଆପଣ ସବୁ ଜିନିଷକୁ ପ୍ରାଇଭେଟ ରଖିବାକୁ ଭଲ ପାଆନ୍ତି। ତେବେ ଆପଣଙ୍କ ଭବିଷ୍ୟତ ଶିଶୁକୁ ସୋସିଆଲ ମିଡିଆଠାରୁ ଦୂରରେ ରଖିବାକୁ ଚାହିଁବେ କି? ଏହାର ଉତ୍ତରରେ ରଣବୀର କହିଛନ୍ତି, ‘ମୁଁ ଏହା ଜାଣି ନାହିଁ, ମୁଁ ଏ ପର୍ଯ୍ୟନ୍ତ ସେଠାରେ ପହଞ୍ଚିନାହିଁ। ଆମେ ଶିଶୁକୁ ନେଇ ବହୁତ ଉତ୍ସାହିତ ଅଛୁ । ବେବି ହେଇ ଯାଉ ଏହା ପରେ ଆମେ ସଠିକ ନିଷ୍ପତ୍ତି ନେବୁ। ଆମ ଶିଶୁକୁ ଠିକ୍‌ ସୁରକ୍ଷା ଦେବାକୁ ଚେଷ୍ଟା କରିବୁ।’


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri