ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର ରାମ ହୋଇଯାଇଥିଲେ। ତେବେ ସମସ୍ତଙ୍କ ପ୍ରିୟ ରାମଙ୍କୁ ଭାଜପା ଚଳିତ ନିର୍ବାଚନ ପାଇଁ ଟିକେଟ୍‌ ଦେଇଛି। ଭାଜପା ତାଙ୍କୁ ତାଙ୍କର ଜନ୍ମସ୍ଥାନ ୟୁପିର ମିରୁଥରୁ ପ୍ରାର୍ଥୀ କରିଛି।

୩ ୩ଥର ଏମପି ଥିବା ରାଜେନ୍ଦ୍ର ଅଗ୍ରଓ୍ବାଲଙ୍କ ଟିକେଟ୍‌ କାଟି ଭାଜପା ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଅରୁଣଙ୍କୁ ଟିକେଟ୍‌ ଦେଇଛି। ଅଗ୍ରଓ୍ବାଲ ୨୦୦୯ ଏହି ସିଟ୍‌ରୁ ଜିତି ଆସୁଥିଲେ।

ତେବେ ୧୯୯୦ ଆରମ୍ଭରୁ ରାମ ମନ୍ଦିର ଆନ୍ଦୋଳନ ଚରମରେ ଥଲା। ଭାଜପା ୧୯୯୧ ଲୋକ ସଭା ନିର୍ବାଚନରେ ରାମାୟଣରେ ରାବଣ ଭୂମିକା ନିଭାଇଥିବା ଅରବିନ୍ଦ ତ୍ରିବେଦୀ ଓ ସୀତା ଭୂମିକାରେ ଥିବା ଦୀପିକା ଚିଖାଲିଆଙ୍କୁ ଗୁଜୁରାଟରୁ ଟିକେଟ୍‌ ଦେଇଥିଲା। ଚିଖାଲିଆ ସେଥର ନିର୍ବାଚନ ଜିତି ଯାଇଥିବାବେଳେ ରିଲ୍‌ ଲାଇଫର ଲଙ୍କେଶ ମଧ୍ୟ ନିର୍ବାଚନ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri