Posted inଖେଳ

ଲିଲିମାଙ୍କ ଅବସର

ଭୁବନେଶ୍ୱର, ୧୩।୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ହକିର ଅନ୍ୟତମ ଦକ୍ଷ ମିଡ୍‌ଫିଲ୍ଡର ଓଡ଼ିଶାର ଲିଲିମା ମିଞ୍ଜ ଗୁରୁବାର ଅବସର ଘୋଷଣା କରିଛନ୍ତି। କ୍ୟାରିୟରରେ ୧୫୬ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ଲିଲିମା ୧୪ଟି ଗୋଲ ସ୍କୋର କରିଥିଲେ। ୨୦୧୬ ରିଓ ଅଲିମ୍ପିକ୍ସରେ ସେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ୨୦୧୭ରେ ଜାପାନର ଗିଫୁଠାରେ ଅନୁଷ୍ଠିତ ଏସିଆ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟା ଥିଲେ। ଏହା ବ୍ୟତୀତ ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ରୌପ୍ୟ ଏବଂ ୨୦୧୪ ଇଞ୍ଚିଅନ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ଦଳ ପକ୍ଷରୁ ସେ ପ୍ରତିନିଧିତ୍ୱ କରିଥିଲେ। ୧୯୯୪ ଏପ୍ରିଲ ୧୦ରେ ସୁନ୍ଦରଗଡ଼ ଜିଲା ବିହାବନ୍ଧ-ତାନାତୋଲିଠାରେ ଜନ୍ମଗ୍ରହଣ କରିଥିଲେ ଓଡ଼ିଶାର ଏହି ଅଲିମ୍ପିଆନ ହକି ତାରକା। ତାଙ୍କ ମା’ଙ୍କ ନାମ ସିଲଭିଆ ମିଞ୍ଜ ଓ ବାପା ଆଞ୍ଜଲୁସ ମିଞ୍ଜ। ରାଉରକେଲାସ୍ଥିତ ପାନପୋଷ କ୍ରୀଡ଼ା ଛାତ୍ରାବାସରେ ଟ୍ରେନିଂ ନେଇ ସେ କ୍ୟାରିୟର ଆଗକୁ ବଢ଼ାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri