ମହିଳାଙ୍କୁ ବଳାତ୍କାର କରି ବନ୍ଧାହେଲେ ଲାଇନ୍‌ମ୍ୟାନ୍‌

ରମ୍ଭା,୧୮ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ହୋଇଥିବା ନେଇ ଗୁରୁବାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗ ପରେ ରମ୍ଭା ଥାନା ପୋଲିସ କେସ୍‌ ନଂ ୪୦୨/୨୨ରେ ମାମଲା ରୁଜୁ ସହ ବଳାତ୍କାରୀ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଆଇଆଇସି ପି .ସ୍ବରୂପ କିଷାନ ସୂଚନା ଦେଇଛନ୍ତି। ଗିରଫ ବ୍ୟକ୍ତି ହେଲେ ପୁରୁଣାବନ୍ଧ ଗ୍ରାମର ଲାଇନ୍‌ମ୍ୟାନ୍‌ କୃଷ୍ଣଚନ୍ଦ୍ର ବେହେରା ବୋଲି ରମ୍ଭା ଥାନା ପୋଲିସ ପକ୍ଷରୁ କୁହାଯାଇଛି। ଅଭିଯୁକ୍ତ ଜଣକ ହୁମା ବିଦ୍ୟୁତ୍‌ ସେକ୍ସନରେ କାର୍ଯ୍ୟରତ ବୋଲି ଜଣାପଡ଼ିଛି।

ରମ୍ଭା ପୋଲିସର ସୂଚନାନୁଯାୟୀ, ସମୁଦ୍ରକୁ ଲାଗି ରହିଥିବା ପୋଡ଼ମପେଟା ଗ୍ରାମରେ ରହୁଥିବା ମହିଳାଙ୍କୁ ଘରେ କେହି ନ ଥିବା ସୁଯୋଗ ନେଇ ଅଭିଯୁକ୍ତ ଜଣକ ଜୋର ଜବରଦସ୍ତ ବଳାତ୍କାର କରିଥିଲା। ପୂର୍ବରୁ ଉକ୍ତ ଯୁବକ ଏଟିଏମ୍‌ ଲୁଟ୍‌ ଘଟଣାରେ ଗିରଫ ହୋଇଥିଲେ। ଅଭିଯୁକ୍ତଙ୍କ ଡାକ୍ତରୀ ପରୀକ୍ଷା କରାଯାଇଛି। ଆସନ୍ତାକାଲି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ହୁମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ତେଲକୋଇ/ପରଜଙ୍ଗ, ୨୧।୮(ଡି.ଏନ୍‌.ଏ.): ଢେଙ୍କାନାଳ-କେନ୍ଦୁଝର ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ନେଇଛି। ହାତୀ ଦୌରାତ୍ମ୍ୟରେ ଜଙ୍ଗଲତଳି ଅଞ୍ଚଳବାସୀ ସର୍ବାଧିକ ପ୍ରଭାବିତ ହେଉଛନ୍ତି। ସମ୍ପୃକ୍ତ...

ପ୍ରବଳ ବର୍ଷା: ଦୁର୍ଗାପୂଜା,ମେଳା ଫିକା ପଡ଼ିିଲା

ବଡବିଲ,୮ା୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲରେ ଦୁର୍ଗାପୂଜା ଖୁବ ଜାକଜମକର ସହ ପାଳନ କରାଯାଇଥାଏ। ବିଶେଷ କରି ମାଟକାମବେଡାସ୍ଥିତ କଳିଙ୍ଗନଗରଠାରେ ପ୍ରଶସ୍ତ ଅଞ୍ଚଳରେ ପୂଜା ଅବସରରରେ ମେଳା...

ବେଆଇନ କୋଠା ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୭।୧୨:ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିନା ପ୍ଲାନ ଆପ୍ରୁଭାଲରେ ସହର ମଧ୍ୟରେ ଶତାଧିକ କୋଠା ଗଢିଉଠିଛି। ଏଥିମଧ୍ୟରେ ସପିଂ ମଲ, ଆପାର୍ଟମେଣ୍ଟ୍‌, ହୋଟେଲ ଭଳି...

୩ କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ

ସଜନାଗଡ଼, ୧୪ା୨(ଡି.ଏନ.ଏ.)  ଦୁର୍ଗମ ରାସ୍ତା ଯୋଗୁ ଜରୁରୀ ସମୟରେ ରୋଗୀମାନେ ଡାକ୍ତରଖାନାରେ ପହଞ୍ଚି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଗର୍ଭବତୀମାନେ ଯନ୍ତ୍ରଣାରେ...

ରେଙ୍ଗାଳି ପ୍ରକଳ୍ପ କଲୋନୀରେ ୩ ହାତୀ

କଣିହଁ।, ୭।୭ (ଡି.ଏନ୍‌.ଏ) – ଅନୁଗୋଳ ଜିଲା କଣିହଁ। ବ୍ଲକ ରେଙ୍ଗାଳି ପ୍ରକଳ୍ପ କଲୋନୀରେ ଶୁକ୍ରବାର ରାତିରେ ୩ଟି ହାତୀ ପଶି ଆସି ଉପଦ୍ରବ କରିଛନ୍ତି।...

୧୯ ଝନ୍‌ ଭୂମିହୀନ ପାଏଲେ ଘରଡ଼ିହ ପଟ୍ଟା

ବିନିକା, ୧୧।୭(ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ତହସିଲ ଅଧୀନ ୧୯ ଝନ୍‌ ଭୂମିହୀନ ହିତାଧିକାରୀକୁଁ ବସୁନ୍ଧରା ଯୋଜନାରେ ବୁଧୁବାର ଘରଡ଼ିହ ପଟ୍ଟା ଦିଆଯାଇଛେ। ଇ କାଯ୍‌କରମରେ...

ହାତୀର ଗଳିତ ମୃତଦେହ ଉଦ୍ଧାର

ବନ୍ତଳା, ୧୧ା୫(ଡି.ଏନ.ଏ.)-ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଜଗନ୍ନାଥପୁର ବିଟ୍‌ ପଣସ ତଇଳାରେ ଶୁକ୍ରବାର ଅପରାହ୍ନରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର କରାଯାଇଛି।...

ଅସ୍ଥାୟୀ ଆଶ୍ରୟଗୃହରେ ଶ୍ରମିକଙ୍କ ଜୀବନ ଗଲା

ସୋନପୁର/ବିନିକା,୯।୫(ନି.ପ୍ର./ଡି.ଏନ୍‌.ଏ.):ଲକ୍‌ଡାଉନ୍‌ରେ ଫସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ୟୁପି ସ୍କୁଲ(ଅସ୍ଥାୟୀ ଆଶ୍ରୟ ସ୍ଥଳ)ରେ ରହୁଥିବା ପଶ୍ଚିମବଙ୍ଗର ଜଣେ ଶ୍ରମିକଙ୍କର ଶନିବାର ମୃତ୍ୟୁ ହୋଇଛି।...

Advertisement
Archives

Model This Week