ବିଦ୍ୟୁତ୍‌ ଖୁଣ୍ଟରୁ ଖସିପଡ଼ିଲେ ଲାଇନ୍‌ମ୍ୟାନ

ଗଞ୍ଜାମ,୨୯।୪(ଡି.ଏନ୍‌.ଏ.): ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ଖସିପଡି ଜଣେ ଲାଇନ ମ୍ୟାନ୍‌ (କର୍ମଚାରୀ) ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦରପୁର ଗ୍ରାମର ଭୀମ ରେଡି l ତାଙ୍କ ଗୋଡ଼ରେ ଅଧିକ ଆଘାତ ଲାଗିଥିବା ବେଳେ ତୁରନ୍ତ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି l କନିଷ୍ଠ ଯନ୍ତ୍ରୀ କେ. ଡିଲେଶ୍ୱର ଆଚାର୍ଯ୍ୟ ଏବଂ ଗଞ୍ଜାମ ବିଦ୍ୟୁତ ସେକ୍ସନ ସୁପରଭାଇଜର ସୂର୍ଯ୍ୟନାରାୟଣ ବିଶୋଇ ପ୍ରମୁଖ ମେଡିକାଲରେ ପହଞ୍ଚି ଲାଇନମ୍ୟାନ୍‌ଙ୍କ ଅବସ୍ଥା ପଚାରି ବୁଝିଛନ୍ତି l ସ୍ଥାନୀୟ ଅଞ୍ଚଳବାସୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri