ଓଭର ବ୍ରିଜ୍‌ ତଳୁ ମିଳିଲା ଲାଇନ୍‌ମ୍ୟାନଙ୍କ ମୃତଦେହ, ସ୍କୁଟରରେ ବସିଥିବା ଅବସ୍ଥାରେ…

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଦ୍ୟୁତ୍‌ ବିଭାଗ (ଟାଟା ପାଓ୍ବାର)ରେ କାର୍ଯ୍ୟ କରୁଥିବା ଲାଇନ୍‌ମ୍ୟାନ୍‌ଙ୍କ ମୃତଦେହ ଆଜି କେନ୍ଦୁଝର ଟାଉନ, ସାମଲ ଅଟୋ ଓଭର ବ୍ରିଜ୍‌ ନିକଟରୁ ଉଦ୍ଧାର ହୋଇଛି। ସ୍କୁଟରରେ ବସିଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ରାତି ୯ଟାରେ ମାଇନିଙ୍ଗ୍‌ ରୋଡ୍‌ରେ ଚା’ ପିଉଥିବା ଶେଷଥର ଦେଖିଥିବା ବେଳେ ଉକ୍ତ ସ୍ଥାନକୁ କାହିଁକି ଗଲେ ଓ କିପରି ମୃତ୍ୟୁ ହେଲା ତାହାକୁ ନେଇ ନାନା ପ୍ରଶ୍ନ ତାଙ୍କ ସହଯୋଗୀ କର୍ମଚାରୀ ଉଠାଇବା ସହ ଏହାର ତଦନ୍ତ କରିବାକୁ ଦାବି କରିଛନ୍ତି। ତାଙ୍କ ନାମ ଦେବାଶିଷ ସ୍ବାଇଁ (୪୧) ଏବଂ ଘର ମୟୂରଭଞ୍ଜ ଜିଲା ବେତନଟୀ ଗ୍ରାମରେ ବୋଲି ଜଣାପଡ଼ିଛି।

ହୃଦ୍‌ଘାତ ଯୋଗୁ ନା ଅନ୍ୟ କୌଣସି କାରଣ ତାହା ବ୍ୟବଚ୍ଛେଦ ପରେ ଜଣାପଡ଼ିବ। ଖବର ପାଇବା ପରେ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ଖବର ପାଇ ଟାଟା ପାଓ୍ବାରର କର୍ମଚାରୀମାନେ ଡାକ୍ତରଖାନାରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶୋକ ବ୍ୟକ୍ତ କରି ଘଟଣାର ତଦନ୍ତ କରିବାକୁ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ମୃତଦେହ କାହାର? ତଦନ୍ତ ଆରମ୍ଭ

ସୋରଡା,୨୨ା୪(ରଜନି ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ବାଲପଙ୍କା ଗାଁରେ ଅଭାବନୀୟ ଘଟଣା । ରାସିପଙ୍କାଳ ଶଙ୍ଖ ନିକଟରେ ପଡ଼ିରହିଛି ଅଜଣା ବ୍ୟକ୍ତିର ମୃତଦେହ ।ମୃତଦେହ…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ନୂଆ ଷ୍ଟାଇଲ୍‌ରେ ପ୍ରେମିକଙ୍କୁ ପ୍ରପୋଜ କରିବା ବାହାନାରେ ଏମିତି କାଣ୍ଡ କଲେ ପ୍ରେମିକା, ହାତଗୋଡ଼ ବାନ୍ଧିଲେ, ପରେ…

ବେଙ୍ଗାଲୁରୁ,୨୨ା୪: କର୍ନାଟକର ରାଜଧାନୀ ତଥା ଦେଶର ଆଇଟି ହବ୍‌ ବେଙ୍ଗାଲୁରୁରୁ ଏକ ଚାଞ୍ଚଲ୍ୟକର ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହା ସମଗ୍ର ସହରକୁ ଥରାଇ…

ଚାଞ୍ଚଲ୍ୟ… ଦିଲ୍ଲୀରେ IRS ଅଧିକାରୀଙ୍କ ଝିଅକୁ ବଳାତ୍କାର ପରେ ହତ୍ୟା, ମୋବାଇଲ ଚାର୍ଜରରେ କାଟିଦେଲେ ଗଳା

ନୂଆଦିଲ୍ଲୀ,୨୨ା୪: ଦିଲ୍ଲୀର ଅମର କଲୋନି ଅଞ୍ଚଳରେ ଜଣେ ଯୁବତୀଙ୍କ ବଳାତ୍କାର ଏବଂ ପରେ ହତ୍ୟା ସହିତ ଜଡିତ ଏକ ମାମଲା ସାମ୍ନାକୁ ଆସିଛି । ମୃତକ ଜଣକ…

ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍‌, ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ଝାରସୁଗୁଡା,୨୨।୪(ଆଶିଷ ରଞ୍ଜନ ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟର ସେକ୍ସନ ଅଫିସର୍‌। ଜିଏନଏମ ଛାତ୍ରୀମାନଙ୍କୁ ପ୍ରାକ୍ଟିକାଲ ଟ୍ରେନିଂ ପାଇଁ ବିଭିନ୍ନ ପିଏଚସି…

ଜେଲ ପାଚେରୀ ଡେଇଁ କଏଦୀ ଫେରାର

ଭବାନୀପାଟଣା,୨୨।୪: କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର…

ମହିଳା ବିଲ୍‌ ଆଣିବା ପଛରେ ରହିଥିଲା ଛଳନା: ଜୟଦେବ ଜେନା

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ଥାନୀୟ କଂଗ୍ରେସ ଭବନ ଠାରେ ଜିଲା କଂଗ୍ରେସ ପକ୍ଷରୁ ମହିଳା ବିଲ ଓ ସୀମା ନିର୍ଦ୍ଧାରଣ ବିଲ୍‌କୁ ନେଇ ଏକ ପ୍ରେସ୍‌ମିଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri