ଭୁବନେଶ୍ୱର, ୫।୩: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପର ପ୍ରମୁଖ କମ୍ପାନୀ ଟାଟା ପାଓ୍ବାର ପକ୍ଷରୁ ଲାଇନ ମ୍ୟାନ ଦିବସ ପାଳିତ ହୋଇଯାଇଛି। ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଚାରି ଯୌଥ ଉଦ୍ୟୋଗ ତଥା ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସକମଗୁଡ଼ିକ ପକ୍ଷରୁ ରାଜ୍ୟବ୍ୟାପୀ କାର୍ଯ୍ୟକରୁଥିବା ୨୧,୦୦୦ ଲାଇନମ୍ୟାନ୍ଙ୍କ ଅକ୍ଳାନ୍ତ ସମର୍ପଣକୁ ସ୍ବୀକୃତି ଓ ମାନ୍ୟତା ପ୍ରଦାନ କରି ଲାଇନମ୍ୟାନ୍ ଦିବସ ପାଳନ କରାଯାଇଛି।
୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…
ବଦଳିର ବାର୍ତ୍ତା
ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…
ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍ ଆକ୍ରମଣ କଲା ବାର୍ହା, ଆଉ ତା’ପରେ ଘଟିଲା…
ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…
ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ
୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…
ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…
ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍
ନୂଆଦିଲ୍ଲୀ,୩।୧୦: କ୍ରିକେଟ୍ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…
ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ
ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…
ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

