ଏବେ ଖୋଲିବନି ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୯।୮(ବ୍ୟୁରୋ): ଶୈବକ୍ଷେତ୍ରର ପ୍ରସିଦ୍ଧ ଶ୍ରୀ ଲିଙ୍ଗରାଜ ମନ୍ଦିର। କିଛି ମାସ ହେଲା କୋଭିଡ୍‌ କଟକଣା ଯୋଗୁ ମନ୍ଦିର ବନ୍ଦ ରହିଛି। ମନ୍ଦିର କେବେ ଖୋଲିବ ତାହା ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଯଦିଓ ମନ୍ଦିରମାଳିନୀ ସହରର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଆସନ୍ତା ୨୩ ତାରିଖରୁ ଭକ୍ତଙ୍କ ଦର୍ଶନ ଏବଂ ପୂଜାର୍ଚ୍ଚନା ପାଇଁ ଖୋଲିବ ବୋଲି ସୋମବାର ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଧାର୍ମିକ ଅନୁଷ୍ଠାନରେ କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରିବାକୁ ବାଧ୍ୟତାମୂଳକ କରାଯାଇଛି। ଦୀପ, ଫୁଲ, ପ୍ରସାଦ ଭଳି ସାମଗ୍ରୀ ଧାର୍ମିକ ଅନୁଷ୍ଠାନକୁ ଆଣିବାକୁ ମନା କରାଯାଇଛି। ୨୫ରୁ ଅଧିକ ଭକ୍ତଙ୍କ ଏକାଠି ଦର୍ଶନ କରିବାକୁ ବାରଣ କରାଯାଇଛି। ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ୧୮ବର୍ଷରୁ କମ୍‌ ବୟସ୍କଙ୍କୁ ଧାର୍ମିକ ଅନୁଷ୍ଠନ ଯିବା ଉପରେ ବି କଟକଣା ଜାରି କରାଯାଇଛି। ହେଲେ ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେବାକୁ ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ...

ସରିଲା ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ

ଆରଡ଼ି, ୪।୬ (ଡି.ଏନ.ଏ.) ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା...

୧୬ ଜିଲାରୁ ୧୩ ହଜାର ଶିଶୁ ଶ୍ରମିକ ଚିହ୍ନଟ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟର ୧୬ ଜିଲାରୁ ୧୩,୬୨୦ ଜଣ ଶିଶୁ ଶ୍ରମିକ ଚିହ୍ନଟ ହୋଇଛନ୍ତି। ୨୦୧୬ରୁ ୧୦୧୮ ମଧ୍ୟରେ ଜାତୀୟ ଶିଶୁ ଶ୍ରମିକ ପ୍ରକଳ୍ପ ଜରିଆରେ କରାଯାଇଥିବା...

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ଆଜି ଉତ୍କଳ ଦିବସ: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧।୪: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ନିଜ ବାଲୁକାକଳା ଜରିଆରେ ସୁଦର୍ଶନ ସମସ୍ତଙ୍କୁ...

ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ...

‘ଏସ୍‌ଏଫ୍‌ଡିଆର୍‌’ ବୁଷ୍ଟର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୪: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ(ଡିଆରଡିଓ) ପକ୍ଷରୁ ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡ୍‌ରୁ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା...

ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ...

Advertisement
Archives

Model This Week