ବଦଳିବ ଲିଙ୍ଗରାଜଙ୍କ ନୀତିକାନ୍ତିି, ସେପ୍ଟେମ୍ବର ୭ରେ ହେବ…

ପୁରୁଣା ଭୁବନେଶ୍ୱର,୨୯।୮(ସୁବାସ ଚନ୍ଦ୍ର ପ୍ରଧାନ): ସେପ୍ଟେମ୍ବର ୭ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯିବ। ପ୍ରାତଃରୁ ଦୈନିକ ନୀତିକାନ୍ତି, ମଙ୍ଗଳ ଆଳତି, ଅବକାଶ, ଦର୍ଶନ ଆଦି ନୀତି ଯଥାବିଧି ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫୭ ସୁଦ୍ଧା ସମସ୍ତ ନୀତିକାନ୍ତି ସମାପନ କରାଯିବ। ମଧ୍ୟରାତ୍ରି ୧ଟା ୨୭ରେ ସର୍ବ ମୋକ୍ଷ ହେବ। ହେଲେ ଏହା ପୂର୍ବରୁ ଶ୍ରୀଜୀଉଙ୍କୁ ସେବାୟତମାନେ ବିନ୍ଦୁସାଗର ଅଭିମୁଖେ ଶୋଭାଯାତ୍ରାରେ ନେବେ। ସେଠାରେ ଦିଅଁଙ୍କ ଗ୍ରହଣ ସ୍ନାନ ସମ୍ପନ୍ନ କରାଯିବ। ସ୍ନାନ ସମ୍ପନ୍ନ ପରେ ଶ୍ରୀଜୀଉ ମନ୍ଦିରକୁ ଯାତ୍ରା କରିବେ। ମନ୍ଦିରରେ ପହଞ୍ଚତ୍ବା ପରେ ଶ୍ରୀଜୀଉଙ୍କୁ ଗ୍ରହଣ ଭୋଗ ଲାଗି କରାଯିବ।
ଏନେଇ ପୂଜାପଣ୍ଡା ନିଯୋଗ ସମ୍ପାଦକ ଶଚିକାନ୍ତ ପୂଜାପଣ୍ଡା ସୂଚନା ଦେଇଛନ୍ତି। ଏହାପରେ ଶିଳାବ୍ରହ୍ମ ଏବଂ ରୋଷରେ ମହାସ୍ନାନ ଦିଆଯାଇ ଦହି ପଖାଳ କରାଯାଇ ବଡ଼ସିଂହାର ହୋଇ ମନ୍ଦିର ପହୁଡ଼ ପଡିବ। ଗ୍ରହଣ ପୂର୍ବରୁ ଶ୍ରୀଜୀଉଙ୍କ ପ୍ରାୟ ସମସ୍ତ ନୀତି ଶେଷ କରାଯାଇଥାଏ। ଗ୍ରହଣ ଲାଗିବା ସମୟରେ ଠାକୁରଙ୍କ ଗ୍ରହଣ ନୀତିକାନ୍ତି ପରମ୍ପରା ଅନୁଯାୟୀ ଅନୁଷ୍ଠିତ ହୋଇଥାଏ ବୋଲି ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri